ବର୍ଷ ଆରମ୍ଭରୁ ନୂଆ ମଙ୍ଗୁଆଳଙ୍କୁ ଧରି ମଇଦାନକୁ ଓହ୍ଲାଇବ ଓଡ଼ିଶା କଂଗ୍ରେସ
ଭୁବନେଶ୍ବର : ବିନା ମୁଖିଆରେ ୫ ମାସ ବିତିଲାଣି, ଏବେ ନୂଆ ବର୍ଷକୁ ଅପେକ୍ଷା। ବର୍ଷ ୨୦୨୫ ଆରମ୍ଭରେ ରାଜ୍ୟ କଂଗ୍ରେସକୁ ନୂଆ ମଙ୍ଗୁଆଳ ମିଳିଯିବ ବୋଲି ଆଜି ବରିଷ୍ଠ ନେତା ମହମ୍ମଦ ମୋକିମ୍ ଦମ୍ଭୋକ୍ତି ବାଢ଼ିଥିବାବେଳେ ସାଂସଦ ସପ୍ତଗିରି ଉଲାକା…
