‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’

ଭୁବନେଶ୍ବର : ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଆଜି ଏକଥା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ

ଭୁବନେଶ୍ବର : ଧାନର ମାନ ଖରାପ ଥିଲେ ବି କିଣିବେ ରାଜ୍ୟ ସରକାର। ବର୍ଷା ପାଇଁ କ୍ୱାଲିଟି ଟିକେ କମିଯାଇଥିବାରୁ ଚିନ୍ତାରେ ଅଛନ୍ତି ଚାଷୀ। ହେଲେ ସବୁ କୃଷକଙ୍କ ଧାନ କିଣାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।…

ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ମାମଲା: ଡେମୋଗ୍ରାଫିର ଭିଡିଓ ପ୍ରଦର୍ଶନ

ପାଟଣାଗଡ଼ : ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବ‌ିସ୍ଫୋରଣ ମାମଲାରେ ସ୍ଥାନୀୟ ଏଡିଜେ କୋର୍ଟରେ ସୋମବାର ବରିଷ୍ଠ ପୁଲିସ ଅଧିକାରୀ ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ବଲାଙ୍ଗୀର ଜେଲ୍‌ରେ ରଖାଯାଇଛିl ପୂର୍ବରୁ ୫୯…

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ପରଲୋକ

ମୁମ୍ବାଇ: ମନ୍ଥନ ଓ ଅଙ୍କୁର ଭଳି ଚମତ୍କାର କଳାତ୍ମକ ସିନେମା ପାଇଁ ଜଣାଶୁଣା ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଶ୍ୟାମ ବେନେଗାଲଙ୍କ ପରଲୋକ ହୋଇଯାଇଛି। ସନ୍ଧ୍ୟା ୬ଟା ୩୯ମିନିଟରେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ…

ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

କଟକ: ଭିଡମୁକ୍ତ ହେବ କଟକ। ରାସ୍ତାରେ ଲାଗିବନି ଗହଳି। ସେନେଇ ଆଜି କଟକ ନୁଆବଜାର ଗୋଶାଳାସ୍ଥିତ ୫୦୦ ମିଟର ଲମ୍ବର ରେଳ ଓଭର ବ୍ରିଜର ଲୋକାର୍ପଣ କରିଲେ ରାଜ୍ୟ ସରକାରଙ୍କ ଆଇନ୍ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି…

ପୁଲିସ୍‌ ପଞ୍ଝାରେ ‘ଲୁଟେରୀ ଦୁଲହନ’: ୩ ବିବାହ, ୧.୨୫ କୋଟି ଠକେଇ

ନୂଆଦିଲ୍ଲୀ : ଶୀର୍ଷକ ପଢ଼ି ଆପଣ ସାମାନ୍ୟ ଆଶ୍ଚର୍ଯ୍ୟ ହେଉଥିବେ। କିନ୍ତୁ ପୁଲିସ୍‌ ପଞ୍ଝାରେ ଜଣେ ଏମିତି ମହିଳା ପଡ଼ିଛନ୍ତି ଯିଏ ଲୁଟେରୀ ଦୁଲହନ ବା ଲୁଟେରୀ କନ୍ୟା ଭାବେ ପରିଚିତ। ମହିଳା ଜଣକ ଧନୀ ଲୋକଙ୍କୁ ଟାର୍ଗେଟ କରି ପ୍ରଥମେ…

ସୀମାପାର ଆତଙ୍କବାଦକୁ ଭାରତ ଓ କୁଏତର ନିନ୍ଦା

ନୂଆଦିଲ୍ଲୀ : ଆତଙ୍କବାଦର ମୂଳୋତ୍ପାଟନ ପାଇଁ ହାତ ମିଳାଇଲେ ଭାରତ ଓ କୁଏତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଏତ ଗସ୍ତ ଅବସରରେ ଉଭୟ ଦେଶ, ସୀମାପାର୍ ସମେତ ସବୁପ୍ରକାର ଆତଙ୍କବାଦଙ୍କୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି । ଏଥିସହ ଆତଙ୍କୀଙ୍କ ଭୂସ୍ୱର୍ଗ…

୭୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦୀ : କହିଲେ ଯୁବପିଢିଙ୍କ ମାଧ୍ୟମରେ ହୁଏ ଦେଶର ବିକାଶ

ନୂଆଦିଲ୍ଲୀ : ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ମିଳିଲା ନିଯୁକ୍ତି ପତ୍ର। ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।…

ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ : ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର। ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି। ଦିଲ୍ଲୀର RML ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପ୍ରତାପ। ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ…

ଆପ୍‌ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍‌’

ନୂଆଦିଲ୍ଲୀ : ଆଉ କିଛି ମାସ ପରେ ଅନୁଷ୍ଠିତ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏଥିପାଇଁ ଆଜି ବିରୋଧୀ ବିଜେପି ପକ୍ଷରୁ କ୍ଷମତାସୀନ ଆପ୍‌ ବିରୋଧରେ ଅଭିଯୋଗପତ୍ର ବା ଚାର୍ଜଶିଟ ଜାରି କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା…