ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ

କୋରାପୁଟ : ‘ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ…

ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ

ଭୁବନେଶ୍ବର : ପାଖେଇ ଆସୁଛି ନୂଆ ବର୍ଷ। ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ରାସନ ମିଳିବାରେ ଆଉ ହେବନି ଅନିୟମିତତା। ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ…

ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି

ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ଉପରେ ରୁବେନ୍ ବାନାର୍ଜୀଙ୍କ ଲିଖିତ ବହିକୁ ନେଇ ବିଜେଡିରେ କମ୍ପନ। ପ୍ରଥମେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ରୁବେନଙ୍କ ତଥ୍ୟକୁ ପରୋକ୍ଷରେ ସମର୍ଥନ କରିଥିବାବେଳେ ଏବେ ଏହି ତଥ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି ବିଜେଡି ବିଧାୟକ…

ଅପହୃତା ଯୁବତୀଙ୍କୁ ଉଦ୍ଧାର କଲା କମିଶନରେଟ୍ ପୁଲିସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ମୈତ୍ରୀ ବିହାର ଥାନା ଅଞ୍ଚଳରୁ ଅପହୃତ ଯୁବତୀଙ୍କୁ ଅବଶେଷରେ ପୁଲିସ ଉଦ୍ଧାର କରିବାରେ ସଫଳ ହୋଇଛି। ଉକ୍ତ ଯୁବତୀଙ୍କୁ ବରମୁଣ୍ଡା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍ଧାର ଯୁବତୀଙ୍କୁ ଏବେ…

କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗ: ୨ୟ ତାଲିକା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗରେ ସୋମବାର ଓଡ଼ିଶା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି। ନୂଆ କଟ୍‌ ଅଫ୍‌ ମାର୍କ ସ୍ଥିର କରି ୨ୟ ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ନିଯୁକ୍ତିରୁ ବଞ୍ଚିତ…

ସାଧାରଣ ନିର୍ବାଚନରେ ଅନିୟମିତତା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ୍

ନୂଆଦିଲ୍ଲୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ଅନିୟମିତତା ନେଇ ବିଜୁ ଜନତା ଦଳ (ବିଜେଡି) ଅଭିଯୋଗ ଆଣିଛି। ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କମିସନଙ୍କୁ ଭେଟି ସ୍ମାରକପତ୍ର ଦେଲା ପରେ ବିଜେଡି ସଂସଦୀୟ ଟିମ୍ ସୋମବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏହି ସୂଚନା ଦେଇଛି।…

୨୪ ଓ ୨୫ରେ ପୁଣି ଓଡ଼ିଶାରେ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ବର : ଅଦିନିଆ ବର୍ଷାକୁ ନେଇ ସତର୍କ କରିଛନ୍ତି ଆଇ ଏମ ଡି ଡ଼ିଜି। ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ। ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷା ହେବ। ତେଣେ ୨୪ ଓ ୨୫ ରେ ବର୍ଷା…

ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବୋଟ୍ ଆମ୍ବୁଲାନ୍ସ ଓ ବନବିଭାଗ ବୋଟ୍

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନକୁ ଗୁପ୍ତିରୁ ଦୁଇଟି ଘରୋଇ ବୋଟ ଯୋଗେ ବୁଲିବାକୁ ଯାଇ ଫେରୁଥିବା ବେଳେ ନଦୀ ମଝିରେ ଗୋଟିଏ ପରେ ଗୋଟିଏ ବୋଟ ଅଚଳ ହୋଇ ପଡିଥିଲା । କଟକ ଓ ଯାଜପୁରରୁ ଆସିଥିବା ୨୮ଜଣ ପର୍ଯ୍ୟଟକ…

ପ୍ରଜ୍ଞାପନ ମେଢ଼କୁ ନେଇ ବିଜେପି ଉପରେ ବର୍ଷିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଜାନୁଆରୀ ୨୬ ରେ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ଅନ୍ତର୍ଭୂକ୍ତ ନକରିବା ନେଇ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଦିଲ୍ଲୀର ଲୋକଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ବେସାମରିକ ସମ୍ମାନ। ଦୁଇ ଦିନିଆ କୁଏତ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଜି ଏହାର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍‌ ମୁବାରକ୍‌ ଅଲ୍‌-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା…