ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ

ବାରିପଦା: ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ ବୋଲି ସୂଚନା ମିଳିଛି। ତାକୁ ଟ୍ରାଙ୍କୁଲାଇଜ୍ କରି ପୁଣି ଶିମିପାଳକୁ ଅଣାଯିବ ବୋଲି ବାରିପଦା ଆରସିସିଏଫ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଘୁଣୀ ଜିନତର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ତାର ଗତିବିଧି…

ରୁବେନଙ୍କ କଲମରୁ ନବୀନଙ୍କ ଜୀବନୀ: ସମୀର କହିଲେ, ଦ୍ବିମତ ନାହିଁ

ଭୁବନେଶ୍ବର: ୨୦୨୪ରେ ୨୪ ବର୍ଷ ସରକାରର ପତନ ପରେ ଏହାରି ଉପରେ ଆଧାରିତ ଏକ ପୁସ୍ତକ ଲେଖିଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଆଉଟଲୁକ୍ ପତ୍ରିକାର ପୂର୍ବତନ ମୁଖ୍ୟ ସମ୍ପାଦକ ରୁବେନ ବାନାର୍ଜୀ । ଯେଉଁଥିରେ ୨୪ ବର୍ଷ ସରକାରର ପତନ ଆଉ…

ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ଡେବ୍ୟୁ ନିର୍ବାଚନକୁ କୋର୍ଟରେ ଚ୍ୟାଲେଞ୍ଜ। ୱାୟନାଡ ଆସନରେ ହୋଇଥିବା ଉପନିର୍ବାଚନରେ ପ୍ରିୟଙ୍କା ଗାନ୍ଧିଙ୍କଠାରୁ ବିପୁଳ ଭୋଟରେ ହାରିଥିବା ବିଜେପି ନେତ୍ରୀ ନବ୍ୟା ହରିଦାସ ଉପନିର୍ବାଚନକୁ ଚ୍ୟାଲେଞ୍ଜ କରି କେରଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉପନିର୍ବାଚନ…

ଭିଜିଲାନ୍ସ ଜାଲରେ ରାଇଘର ପିଇଓ, କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଗିରଫ

ଉମରକୋଟ : ଭିଜିଲାନ୍ସ ଜାଲରେ ପିଇଓ । ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ରାଇଘର ପିଇଓ ସୁରେନ୍ଦ୍ର ଭତ୍ରା ଗିରଫ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ଭତ୍ରାଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି…

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ସକାଳୁ ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା । ତେବେ ବିଜୟ…

ପାନାମା କେନାଲକୁ ନେଇ ଧମକ ଦେଲେ ଟ୍ରମ୍ପ

ବିଶ୍ୱରେ ଚୀନ୍ କ୍ରମାଗତ ଭାବରେ ନିଜର ପ୍ରଭାବ ବଢ଼ାଉଛି। ବର୍ତ୍ତମାନ ଚୀନର ପ୍ରଭାବ ଏତେ ବଢିଯାଇଛି ଯେ ଆମେରିକା ନିଜ ପ୍ରତି ବିପଦ ଅନୁଭବ କରିବା ଆରମ୍ଭ କରିଛି। ତାଇୱାନ ପରେ ଏବେ ପାନାମା କେନାଲ ମଧ୍ୟ ଏକ ପ୍ରସଙ୍ଗ ପାଲଟିଛି…

ମହଙ୍ଗା ପଡ଼ିଲା ରସିକିଆ ପ୍ରାଧ୍ୟାପକଙ୍କ ପ୍ରେମ ନିବେଦନ, ଚାକିରିରୁ ନିଲମ୍ବିତ

ପଦ୍ମପୁର : ମହଙ୍ଗା ପଡ଼ିଲା ରସିକିଆ ପ୍ରାଧ୍ୟାପକଙ୍କ ପ୍ରେମ ନିବେଦନ । ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଚାକିରିରୁ ନିଲମ୍ବିତ ହେଲେ ପ୍ରାଧ୍ୟାପକ ଡ. ବିରଞ୍ଚି ସାହୁ । ଛାତ୍ରୀଙ୍କୁ ଗାର୍ଲଫ୍ରେଣ୍ଡ ଭାବେ ସମ୍ବୋଧନର ହ୍ବାଟସଅପ ଚାର୍ଟିଂ ଏବେ ସୋସିଆଲ ମିଡିଆରେ…

ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା

ଭୁବନେଶ୍ଵର: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା । ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା । ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି । ଯେଉଁମାନଙ୍କ ସୁରକ୍ଷା…

କୁଏତ୍‌ରେ ଓଡ଼ିଆ ଶ୍ରମିକଙ୍କୁ ଭେଟିଲେ ମୋଦି, କହିଲେ- ଜୟ ଜଗନ୍ନାଥ

କୁଏତରେ ଓଡ଼ିଆ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ ହାତ ମିଳାଇଲେ ଆଉ କଥା ମଧ୍ୟ ହେଲେ। ଦୁଇ ଦିନିଆ କୁଏତ ଗସ୍ତରେ ଥିବା ମୋଦି ଗତକାଲି ଗଲଫ୍‌ ସ୍ପିକ୍ ଲେବର କ୍ୟାମ୍ପକୁ ଯାଇ ସେଠାରେ ଥିବା ଭାରତୀୟ…

ଜାହାଜରୁ ୨୨୦ କୋଟି କୋକେନ ଜବତ ଘଟଣା, ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ

ପାରାଦୀପ: ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ । ପାରାଦୀପ ବନ୍ଦରର ପିଆଇସିଟି ବର୍ଥରୁ ୨୨୦ କୋଟି ଟଙ୍କାର କୋକେନ ଜବତ ଘଟଣାରେ ଭିଏତନାମା ଫେରିବେ ଗିରଫ ଜାହାଜ ଏମ୍ ଭି ଦେବୀର କ୍ରିଉ ମେମ୍ବର…