ମହାକାଳଙ୍କୁ ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୬ ଯୁବକଙ୍କ ଜୀବନ

ଉଜ୍ଜୈନ : ମଧ୍ୟପ୍ରଦେଶ ଧାର ଜିଲ୍ଲା ବଦନାବର-ଉଜ୍ଜୈନ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୬ ଜଣ ଯୁବକଙ୍କ ଜୀବନ ଚାଲିଯାଇଛି । ଦୁର୍ଘଟଣା ଗ୍ରାମ ପଞ୍ଚକବାସା ନିକଟରେ ଅପରାହ୍ନ ୧ଟାରେ ହୋଇଥିବା ଜଣାପଡିଛି । ଏକ ଦ୍ରୁତଗାମୀ…

କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ସୁରିନ୍ଦର ଚୌଧୁରୀଙ୍କ କାରକେଡ଼ରେ ସାମିଲ ଥିବା ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଜମ୍ମୁ କଶ୍ମୀରର ଗାଙ୍ଗ୍ୟାଲରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ସମୟରେ କାରକେଡ଼ରେ ଉପମୁଖ୍ୟମନ୍ତ୍ରୀ…

ଚୀନରେ ଟାଇଫୁନ୍ ଡଲଫିନ୍ ର ତାଣ୍ଡବ, ରେଡ୍ ଆଲର୍ଟ ଜାରି

ନୂଆଦିଲ୍ଲୀ: ଟାଇଫୁନ୍ ଡଲଫିନ୍ ଚୀନ୍‌ର ପୂର୍ବ ଉପକୂଳରେ ସ୍ଥଳଭାଗ ଛୁଇଁଛି। ଝଡ଼ର ତୀବ୍ରତାକୁ ଦୃଷ୍ଟିରେ ରଖି, ଚୀନ୍‌ର ଜାତୀୟ ପାଣିପାଗ ବିଭାଗ ରବିବାର ଦିନ ଏକ ରେଡ୍ ଆଲର୍ଟ ଜାରି କରିଛି। ଝଡ଼ ଆସିବା ମାତ୍ରେ ଝେଜିଆଙ୍ଗ ପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ…

କଥା ହେଲେ ଜେଡି ଭାନ୍ସ ଓ ପିଏମ୍ ମୋଦି, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

ନୂଆଦିଲ୍ଲୀ: ମୋଦୀ-ଭାନ୍ସ ଫୋନରେ ଆଲୋଚନା । ମୋଦିଙ୍କୁ ଫୋନ୍ କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ । ଭାରତ-ଆମେରିକା ସମ୍ପର୍କ ନେଇ ବଡ଼ ଆଲୋଚନା । ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ । ରଣନୈତିକ ଭାଗିଦାରୀ ଉପରେ ଫୋକସ୍ ।…

୧୬୯ ଜନଜାତି ଗୋଷ୍ଠୀକୁ ST ତାଲିକାରେ ସାମିଲ କରିବା ନେଇ ନବୀନଙ୍କ ଦାବି

ଭୁବନେଶ୍ୱର : ରାଜ୍ୟର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି ତାଲିକାରେ ସାମିଲ କରାଯାଉ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିବ। ଶଙ୍ଖ ଭବନରେ ଆୟୋଜିତ ବିଶ୍ୱ ଆଦିମ ଜନଜାତି ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଏହି କହିଛନ୍ତି…

ଢେପାଗୁଡ଼ାରେ ଭୂ-ସ୍ଖଳନ ଆଶଙ୍କା; ପ୍ରଶାସନର ନିଷେଧାଜ୍ଞା ସ୍ୱତ୍ତେ ଭିଟାମାଟି ଛାଡୁନାହାନ୍ତି ଗ୍ରାମବାସୀ

ଭଞ୍ଜନଗର:ବାରମ୍ବାର ଭୂ-ସ୍ଖଳନ ଘଟି ଜନ ଜୀବନ ପ୍ରତି ବିପଦ ସୃଷ୍ଟି କରିଥିବା ଢ଼େପଗୁଡ଼ା ଗ୍ରାମବାସୀଙ୍କ ପାଇଁ ଏବେ ନିର୍ଣ୍ଣାୟକ ସ୍ଥିତି ଉପୁଜିଛି। ଗୁରୁବାର ରାତିରେ ଗ୍ରାମର ବିଜୟ ନାୟକ, ଅନନ୍ତ ନାୟକ ଓ ବୃନ୍ଦା ନାୟକଙ୍କ ଘର ସମ୍ମୁଖରେ ଭୁ –…

ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ

ଭୁବନେଶ୍ୱର: ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ଦୁଇଜଣ ବିଚାରପତିଙ୍କୁ ବଦଳି କରିବାକୁ ସୁପାରିଶ କରିଛନ୍ତି। ସୁପ୍ରିମକୋର୍ଟଙ୍କ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ କଲେଜିୟମର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଲେଜିୟମ ଜଷ୍ଟିସ ମାନଶ ରଞ୍ଜନ…

ଚମ୍ପୁଆ ବଜାରରେ ପଶିଲେ ୧୮ ଟିକିଆ ହାତୀପଲ

ଚମ୍ପୁଆ : ଗତ ଦୁଇ ଦିନ ତଳେ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନରୁ ଚମ୍ପୁଆ ସେକ୍ସନକୁ ପଶି ଆସିଥିବା ୧୮ ଟିକିଆ ହାତୀପଲ ଗତରାତି ଶଶାଙ୍ଗ ବୈତରଣୀ କୂଳରେ ପହଂଚି ଥିଲେ। ବୈତରଣୀ ନଦୀ ପାର ହୋଇ ମୟୁରଭଞ୍ଜ ଯିବାକୁ ଉଦ୍ୟମ…

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟ ବନ୍ୟା, ବଢ଼ିଲା ନଦୀକୂଳିଆଙ୍କ ଚିନ୍ତା

ଯାଜପୁର ଟାଉନ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟବନ୍ୟା। ଆଖୁଆପଦା, ବଲ୍ଲଭିଘାଟ ଓ ଦଶରଥପୁରରେ ବୈତରଣୀରେ ଜଳସ୍ତର ବୃଦ୍ଧି ପାଇଛି । ଆଖୁଆପଦାରେ ବିପଦ ସଂକେତ ୧୮ ଦଶମିକ ୩୩ ମିଟର ଥିବା ବେଳେ ବର୍ତ୍ତମାନ ସତର୍କ ସୂଚନା ଉପରେ…

AI ବାଘ ଫଟୋ ଭାଇରାଲ୍ କରି ବନ୍ଧା ହେଲେ ଯୁବକ

ଯାଜପୁର: AI ବାଘ ଫଟୋ ଛାଡ଼ି ଲୋକଙ୍କୁ ଆତଙ୍କିତ କଲେ ଯୁବକ। ଶେଷରେ ଥାନାକୁ ନେଲା ପୋଲିସ । ସୋସିଆଲ ମିଡିଆରେ ଏଆଇ ତିଆରି ବାଘ ଫଟୋ ଭାଇରାଲ୍ କରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ଯୁବକଙ୍କୁ ମହଙ୍ଗା ପଡ଼ିଛି ।…