ଜାନୁଆରୀ ୧୮ରେ ପକ୍ଷୀ ଗଣନା, ଏଥର ଫ୍ଲେମିଙ୍ଗୋର ଗୋଡରେ ଲଗାଯିବ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ

ଜାନୁଆରୀ ୧୮ରେ ପକ୍ଷୀ ଗଣନା । ୧୬ରୁ ଆରମ୍ଭ ହେବ ପକ୍ଷୀ ଗଣନା ପ୍ରକ୍ରିୟା । ଚଳିତ ବର୍ଷ ସାରା ରାଜ୍ୟରେ ଗୋଟିଏ ଦିନରେ ହିଁ ପକ୍ଷୀ ଗଣନା କରାଯିବ । ଏଥର ଗଣନାରେ ଫ୍ଲେମିଙ୍ଗୋର ଟ୍ରାକିଂ କରାଯିବ । ସେଥିପାଇଁ…

ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା…

ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪…

ଶିମିଳିପାଳ ସୁରକ୍ଷା ଦାୟିତ୍ବରେ ୧୩୧ ଜଣିଆ ଆର୍ମଡ ପୋଲିସ ରିଜର୍ଭ ଫୋର୍ସ

ଶିମିଳିପାଳ : ସରକାରଙ୍କୁ ଶିମିଳିପାଳ ଚିନ୍ତା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷା ନେଇ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖିଲେ ଗୃହ ସଚିବ ସତ୍ୟବ୍ରତ ସାହୁ । ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଗଠନ ହେବ ନୂଆ ଫୋର୍ସ। ଗୋଟିଏ କମ୍ପାନୀ…

ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ୍ ଶାହ

ଭୁବନେଶ୍ବର: ପୁଣି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଆସିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ କେବେ ଆସିବେ ସେନେଇ ସ୍ପଷ୍ଟ କରି…

ବିନାଶ କାଳେ ବିପରୀତ ବୁଦ୍ଧି: ରୁଦ୍ର ପାଣି

ନୂଆଦିଲ୍ଲୀ/ଭୁବନେଶ୍ବର: ଆମ୍ବେଦକର ପ୍ରସଙ୍ଗରେ ସଂସଦ ଅଚଳ ହୋଇପଡ଼ିଛି। ଏପରିସ୍ଥଳେ ଗୁରୁବାର ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଉଭୟ ଦଳର ସଦସ୍ୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା।…

କଟନିଛଟନି ବନ୍ଦ ନ ହେଲେ କାର୍ଯ୍ୟାନୁଷ୍ଠାନ : ଯୋଗାଣ ମନ୍ତ୍ରୀ

କଟନିଛଟନି ବନ୍ଦ ନ ହେଲେ କାର୍ଯ୍ୟାନୁଷ୍ଠାନ । ଧାନମଣ୍ଡିରେ କଟନିଛଟନି ନେଇ ପ୍ରତିକ୍ରିୟା ରଖିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କଟନିଛଟନି ବନ୍ଦ ନ ହେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଧାନମଣ୍ଡିରେ ଚଳିବନି ଦଲାଲ ରାଜ । ଦଲାଲମାନଙ୍କ…

ଖଡ଼ଗେ ଆଣିଲେ ଅଭିଯୋଗ: କହିଲେ, ବିଜେପି ସାଂସଦ ଠେଲିଦେଲେ, ମୋ ଆଣ୍ଠୁରେ ଲାଗିଛି ଆଘାତ

ଆଜି ସଂସଦରେ ଘଟିଥିବା ଅପ୍ରୀତିକର ଘଟଣାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ବିଜେପି ଓ କଂଗ୍ରେସ ମୁହାଁମୁହିଁ ହୋଇଥିବା ବେଳେ ଆରମ୍ଭ ହୋଇଛି ଆରୋପ ପ୍ରତ୍ୟାରୋପ। ସଂସଦ ଶିଡ଼ିରୁ ପଡ଼ି ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ମୁକେଶ…

ଭରତପୁର ଥାନା ଘଟଣା: ଭିଡ଼ିଓ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଜଣା ପଡ଼ିବ ସବୁ ସତ। ବହୁ ବିବାଦିତ ଭାରତପୁର ଥାନା ଘଟଣାରେ ପରିଶେଷରେ ଭିଡ଼ିଓ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯିବା ଘଟଣାରେ କ୍ରାଇମବ୍ରାଞ୍ଚ ବୁଧବାର ତଦନ୍ତ କମିସନ ଚିତ୍ତ…

ସାଂସଦ ହେଲେ ଆଚରଣ, ଉଚ୍ଚାରଣ ଏବଂ ସ୍ବଭାବରେ ପରିବର୍ତ୍ତନ ଜରୁରୀ: ମନମୋହନ ସାମଲ

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି କଂଗ୍ରେସର ଏଭଳି କାର୍ଯ୍ୟ ଅଣସାମ୍ବିଧାନିକ। ରାହୁଲ ଏଭଳି କରିବା ଅତ୍ୟନ୍ତ ନିନ୍ଦନୀୟ। ଗଣତନ୍ତ୍ରରେ କଂଗ୍ରେସର ଏଭଳି ଗୁଣ୍ଡାଗର୍ଦ୍ଦିକୁ ସହ୍ୟ…