ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ

ପ୍ରାୟ ୫ ବର୍ଷ ପରେ ସ୍ପଷ୍ଟ ହେଲା। କଟକ ଜିଲ୍ଲାପାଳଙ୍କ ଦସ୍ତଖତ ଜାଲିଆତି ହୋଇଥିବା ଜଣାପଡ଼ିଥିଲା। ଏହା ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଆସିଷ୍ଟାଷ୍ଟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ କଟକ ଜିଲ୍ଲାପାଳ। ୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ…

ବେଆଇନ ଗଞ୍ଜେଇ ଚାଲାଣ: କାର ଜବତ, ୪ ଗିରଫ

ଭୁବନେଶ୍ୱର: ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ପୋଲିସ। ଆଜି ଖଣ୍ଡଗିରୀ ଥାନାଧିକାରୀଙ୍କ ନିର୍ଦ୍ଦେଶମତେ ସମ୍ପୃକ୍ତ ଥାନାର ଏକ ପେଟ୍ରୋଲିଙ୍ଗ ଟିମ ନିଜ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ବେଳେ, ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ…

ଏନ୍‌ଏସି ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଅନସ୍ଥା

କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବିଜ୍ଞାପତି ଅଞ୍ଚଳ ପରିଷଦ (ଏନ୍‌ଏସି) ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଆସିଥିବା ଅନସ୍ଥା ପ୍ରସ୍ତାବ ନାଟକରେ ଆଜି ଟୁଇଷ୍ଟ ଦେଖିବାକୁ ମିଳିଛି। ନିର୍ଦ୍ଧାରିତ ତାରିଖ ସମୟ ଅନୁସାରେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଏବଂ କାଉନସିଲରମାନେ ଏନ୍‌ଏସି…

କିଶୋର ସୃଜନଶକ୍ତିକୁ ଅଧିକ ଋଦ୍ଧିମନ୍ତ କରିବ ‘ସର୍ଗିଫୁଲ’: ମନ୍ତ୍ରୀ

ଭୁବନେଶ୍ୱର: ଆରମ୍ଭ ହୋଇଛି ସର୍ଗିଫୁଲ ଉତ୍ସବ ୨୦୨୪। ତିନିଦିନବ୍ୟାପୀ ହେବାକୁ ଥିବା ଏହି ଉତ୍ସବର ଶୁଭାରମ୍ଭ କରିଛନ୍ତି ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ। ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ…

୨୦୨୦ରୁ ଜେଲରେ ଥିବା ଉମର ଖାଲିଦଙ୍କୁ ୭ ଦିନ ପାଇଁ ମିଳିଲା ବେଲ୍‌

ଦୀର୍ଘ ୪ ବର୍ଷ ହେଲା ଜେଲରେ ରହିଥିବା ଜେଏନୟୁର ପୂର୍ବତନ ଛାତ୍ର ଉମର ଖାଲିଦଙ୍କୁ ଶେଷରେ ଜାମିନ ମିଳିଛି। ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ୭ ଦିନ ପାଇଁ ଜାମିନ ଦେଇଛନ୍ତି। ୨୦୨୦ ମସିହା ଦିଲ୍ଲୀ ଦଙ୍ଗା ଘଟଣା ପରେ ଖାଲିଦଙ୍କୁ…

ଡିସେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି।…

ଦୁଇ ମାସରେ ସରିବ ଆବାସ ସର୍ଭେ: ମନ୍ତ୍ରୀ

ଭୁବନେଶ୍ୱର: ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଛି । ଆସନ୍ତା ଦୁଇ ମାସ ଭିତରେ ସରିବ ଆବାସ ସର୍ଭେ । ଆବାସ ପାଇବାରୁ କାହାକୁ ବାଦ ଦିଆଯିବ ନାହିଁ । ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚାଇବାର ଆବଶ୍ୟକତା ଅଛି ବୋଲି କହିଛନ୍ତି…

ଅମିତ ଶାହଙ୍କ ବିରୋଧରେ ସ୍ୱାଧିକାର ନୋଟିସ ଦେଲେ ଟିଏମସି ସାଂସଦ

ରାଜ୍ୟସଭାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣୟତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବୟାନକୁ ବିରୋଧୀ ଜୋରଦାର ବିରୋଧ କରିଛନ୍ତି। ଏଥିପାଇଁ ଆଜି ଅମିତ ଶାହଙ୍କ ବିରୋଧରେ ଟିଏମସି ସାଂସଦ ଡେରେକ…

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି।…

ସାହିତ୍ୟିକ ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ଓଡିଆ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ ତାଙ୍କ ରଚିତ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୪ ପ୍ରଦାନ କରାଯିବ। ସେ ‘ପ୍ରବନ୍ଧ’ ବର୍ଗରେ ଏହି ପୁରସ୍କାର ଜିତିଛନ୍ତି। ‘ଭୂତି ଭକ୍ତି ବିଭୂତି’କୁ…