ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ବିଧାନସଭାର ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି ପୁସ୍ତକକୁ ଗତ ୧୧ ତାରିଖରେ…

ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ତିନି ଦିନିଆ ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆସନ୍ତାକାଲି ଅର୍ଥାତ ବୁଧବାର ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା। ଏହି ଗସ୍ତ ମଧ୍ୟରେ ସେ କୋରାପୁଟର ଜିଲ୍ଲା ମହୋତ୍ସବ…

ଲୋକସଭାରେ ଆଗତ ପରେ ଜେପିସିକୁ ଗଲା ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍

ନୂଆଦିଲ୍ଲୀ: ଲୋକସଭାରେ ‘ଏକ ଦେଶ ଏକ ନିର୍ବାଚନ’ ବିଲ୍ ଆଗତ ହେବା ପାଇଁ ଭୋଟିଂ ହୋଇଛି। ବିଲ୍ ଆଗତ ସପକ୍ଷରେ ୨୬୯ ଭୋଟ୍ ପଡିଥିବାବେଳେ ବିରୋଧ‌ରେ ୧୯୮ ଭୋଟ୍ ପଡିଛି। ଏହା ପରେ ଏହି ବିଲ୍‌କୁ ଉଭୟ ଗୃହର ମିଳିତ କମିଟି(ଜେପିସି)…

ମେଡିକାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର : ମେଡିକାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର BBMCH ପରିଷଦରୁ ଉଦ୍ଧାର ହୋଇଛି ଯୁବକଙ୍କ ଝୁଲନ୍ତା ମୃତଦେହ। ହାତରେ ସାଲାଇନ୍ ଲାଗିଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି।ଯୁବକଙ୍କ ଜଣଙ୍କ ଆତ୍ମହତ୍ୟା କରିଛନ୍ତି, ଅନ୍ୟ କିଛି କାରଣ ଅଛି…

ସଶକ୍ତ ହେବେ ବନ କର୍ମଚାରୀ; ସାବାଡ ହେବେ ଶିକାରୀ: ମନ୍ତ୍ରୀ

ଭୁବନେଶ୍ୱର: ଶିମିଳିପାଳ ଏବଂ ରାଉରକେଲା ପରେ ଏବେ ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ । ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲଗାଯିବ ସ୍ପାଏ କ୍ୟାମେରା । ଫଳରେ ଅଭ୍ୟାରଣ୍ୟ ଗୁଡିକରେ ଅବାଧ ଶିକାର ଉପରେ ଲାଗିବ ରୋକ ।…

ଆଇଏଏସ୍‌ ସଞ୍ଜୀବ ହଂସଙ୍କ ଅଡ଼ୁଆ ବଢ଼ିଲା, ୨୩ କୋଟିର ସମ୍ପତ୍ତି ଜବତ

ବିହାରର ଦୁର୍ନୀତିଗ୍ରସ୍ତ ଆଇଏଏସ୍‌ ଅଧିକାରୀ ସଞ୍ଜୀବ ହଂସଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ସଞ୍ଜୀବ ହଂସ ଏବେ ଗିରଫ ହୋଇ ଜେଲ୍‌ରେ ଥିବା ବେଳେ ଇଡି ତାଙ୍କ ସମ୍ପତ୍ତି ଜବତ କରିବାରେ ଲାଗିଛି। ଇଡି ପକ୍ଷରୁ ୩ଟି ସ୍ଥାନରେ ଥିବା…

ଆଗାମୀ ୫ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା, ୨୨ ରୁ ପୁଣି କମିବ ରାତି ତାପମାତ୍ରା

ଭୁବନେଶ୍ୱର : ଆଗାମୀ ୫ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ୧୯ରୁ ୨୧ ତାରିଖ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।…

ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ସୁରେନ୍ଦ୍ର ଖୁଣ୍ଟିଆ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ମଙ୍ଗଳବାର ସକାଳ ୮ଟାରେ କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ…

ଏଣିକି ରୁଷ ଯିବାକୁ ଲାଗିବନି ଭିସା ! ଭାରତୀୟଙ୍କୁ ମିଳିପାରେ ଭିସା-ଫ୍ରି ଟ୍ରାଭେଲ୍ ସୁଯୋଗ

ଏଣିକି ରୁଷ ଯିବାକୁ ଲାଗିବନି ଭିସା । ଖୁବଶୀଘ୍ର ବିନା ଭିସାରେ ଯାଇ ହେବ ରୁଷିଆ। ଆସନ୍ତାବର୍ଷ ଠାରୁ ଭାରତୀୟ ନାଗରିକଙ୍କ ପାଇଁ ରୁଷକୁ ଭିସା-ଫ୍ରି ଟ୍ରାଭେଲ୍ ବା ବିନା ଭିସାରେ ଯାତ୍ରା ସୁବିଧା ମିଳିପାରେ। ଏନେଇ ଭାରତ ଓ ରୁଷ…

ମହାନଦୀରୁ ମିଳିଲା ନିଖୋଜ ପ୍ରଫେସରଙ୍କ ମୃତଦେହ , ୨ ଦିନ ହେଲା ଥିଲେ ନିଖୋଜ

କଟକ : ମହାନଦୀରୁ ମିଳିଲା ନିଖୋଜ ପ୍ରଫେସରଙ୍କ ମୃତଦେହ । କଟକ ଯୋବ୍ରା ଆନିକଟ ସ୍ଥିତ ୯୪ ନମ୍ବର ଗେଟ୍ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଭୁବନେଶ୍ବର ପଟିଆ ଅଞ୍ଚଳର ବୈଷ୍ଣବ ଚରଣ ସିଂ । ତାଙ୍କ…