ମାଓ କ୍ୟାମ୍ପ ଠାବ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବଲାଙ୍ଗିର : ମାଓ କ୍ୟାମ୍ପ ଠାବ l ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ l ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଛତର ଦାଣ୍ଡି ଜଙ୍ଗଲରେ ପୋଲିସର ଚଡାଉ ବେଳେ ଏହି ମାଓ ସାମଗ୍ରୀ ଜବତ ହୋଇଛି l ଗତକାଲି ପୋଲିସ…

ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ

ନୂଆଦିଲ୍ଲୀ: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। ପରିବାର ଲୋକେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭାରତୀୟ ସମୟ ଅନୁସାରେ ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର…

ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ, ହଟହଟା କଂଗ୍ରେସ କର୍ମୀ ଓ ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ । ସୂଚନା ଅନୁଯାୟୀ, ବିଚ୍ ରାସ୍ତା ଉପରେ ମହୁମାଛି ମାନେ ଜୋରଦାର ଆକ୍ରମଣ କରିଛନ୍ତି। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ। ମହୁମାଛି ପାଇଁ…

ସିରିଆ ଉପରେ ‘ଭୂକମ୍ପ ବୋମା’ ମାଡ଼ କଲା ଇସ୍ରାଏଲ

ସିରିଆର ଉପକୂଳବର୍ତ୍ତୀ ତାରଟୁସ ରିଜନରେ ଇସ୍ରାଏଲ ପକ୍ଷରୁ ଭୟଙ୍କର ଏୟାର ଷ୍ଟ୍ରାଇକ ଜାରି ରହିଛି। ୨୦୧୨ ପରେ ପ୍ରଥମଥର ପାଇଁ ଉକ୍ତ ଅଞ୍ଚଳରେ ଇସ୍ରାଏଲ ଏପରି ଘନଘନ ବୋମା ମାଡ଼ କରିଛି। ଇସ୍ରାଏଲ ପକ୍ଷରୁ ସିରିଆର ସାମାରିକ ପ୍ରତିଷ୍ଠାନ ବିଶେଷ କରି…

ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି, ଉଦଘାଟନ କଲେ କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ ୯ ଲକ୍ଷ ୨୪ ହଜାର କୁଇଣ୍ଟାଲ ଧାନ କିଣିବା…

ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ, ନେହରୁଙ୍କ ଚିଠି ଫେରସ୍ତ ମାଗିଲା

ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ବହୁ ଚିଠି ଏବେ କଂଗ୍ରେସ ପାଖରେ ଅଛି। ଉକ୍ତ ଚିଠିଗୁଡ଼ିକ ଖୁବ୍‌ ଐତିହାସିକ ଗୁରୁତ୍ୱ ବହନ କରୁଥିବା ବେଳେ ପ୍ରାୟ ୧୬ ବର୍ଷ ହେଲାଣି କଂଗ୍ରେସ ତାହାକୁ ଫେରାଇବା ନାଁ ଧରୁନି। । ତେଣୁ ସମସ୍ତ…

ଧନୁ ସଂକ୍ରାନ୍ତି; ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

ପୁରୀ: ଓଡ଼ିଆର ଅନ୍ୟ ଏକ ମୁଖ୍ୟ ପର୍ବ ହେଉଛି ଧନୁ ସଂକ୍ରାନ୍ତି । ସୂର୍ଯ୍ୟଙ୍କ ଧନୁ ରାଶିକୁ ଚଳନକୁ ଧନୁ ସଂକ୍ରାନ୍ତି କୁହାଯାଇଥାଏ । ଆଜି ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି ।…

ସତ୍ୟେନ୍ଦ୍ର ଜୈନଙ୍କ ଆବେଦନ, ବାଂସୁରୀ ସ୍ୱରାଜଙ୍କୁ କୋର୍ଟଙ୍କ ମାନହାନି ନୋଟିସ୍, ଡିସେମ୍ବର ୨୦ରେ ହେବେ ହାଜର

ବିଜେପି ସାଂସଦ ବାଂସୁରୀ ସ୍ୱରାଜଙ୍କୁ ନୋଟିସ୍ । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଅପରାଧିକ ମାନହାନି ନୋଟିସ ଜାରି କରିଛନ୍ତି । ବାଂସୁରୀଙ୍କ ବିରୋଧରେ ଆମ୍ ଆଦମୀ ପାର୍ଟି ନେତା, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସତ୍ୟେନ୍ଦ୍ର ଜୈନ ଏହି…

ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ଯୁଗ୍ମ ନିର୍ଦ୍ଦେଶକ, କାରରୁ ଜବତ ୧୦ଲକ୍ଷ ଟଙ୍କା ଜବତ ଘଟଣା

ଭୁବନେଶ୍ୱର : ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ଯୁଗ୍ମ ନିର୍ଦ୍ଦେଶକ। ଦାମୀ କାରରୁ ଜବତ ୧୦ଲକ୍ଷ ଟଙ୍କା ଜବତ ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ସହ IAS ବିଷ୍ଣୁପଦ ସେଠୀଙ୍କ ସମ୍ପର୍କ ନେଇ ଚାଲିଛି ସମୀକ୍ଷା । ତଦନ୍ତରେ ଏବେ ସୁଦ୍ଧା ମିଳିଥିବା…

ଚେକିଂ ବେଳେ କନଷ୍ଟେବଳଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଭିତରେ ଥିଲା ୪ କୋଟିର ଡ୍ରଗ୍ସ

ଟ୍ରକ୍‌ରେ ଚାଲାଣ ହେଉଥିଲା ୪ କୋଟି ମୂଲ୍ୟର ଡ୍ରଗ୍ସ । ଖବର ପାଇ ପୁଲିସ୍‌ ଯାଞ୍ଚ କରୁଥିବା ବେଳେ ଘଟିଲା ଅଘଟଣ। ଫେରାର ହେବାକୁ ଉଦ୍ୟମ କରୁଥିବା ଡ୍ରଗ୍ସ ମାଫିଆ ଜଣେ କନଷ୍ଟେବଳଙ୍କ ଉପରେ ଟ୍ରକ୍‌ ଚଢ଼ାଇ ଦେଇଥିବା ବେଳେ ତାଙ୍କର…