ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର । ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ । E kyc…

ବଢୁଛି ଶୀତ: ରେକର୍ଡ କଲା ରାଜଧାନୀ ରାତି

ଭୁବନେଶ୍ବର: ଗତକାଲି ରାଜଧାନୀ ରାତି ଥିଲା ସବୁଠୁ ଥଣ୍ଡା ରାତି । ଚଳିତ ବର୍ଷର ସବୁଠୁ ଥଣ୍ଡା ରାତି ଭାବେ ୧୦.୯ ଡିଗ୍ରୀ ରେକର୍ଡ କରିଛି ରାଜଧାନୀ ଭୁବନେଶ୍ବର । ଚଳିତ ଶୀତ ଋତୁରେ ଟ୍ବିନ ସିଟିରେ ସବୁଠୁ କମ୍ ତାପମାତ୍ରା…

କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ୍, ୧୨ରୁ ଅଧିକ ଛାତ୍ରଛାତ୍ରୀ ଅଚେତ୍

ରାଜସ୍ଥାନର ଜୟପୁରର ଗୋପାଳପୁରା ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ୍ ହେବା ଯୋଗୁ ୧୨ରୁ ଅଧିକ ଛାତ୍ରଛାତ୍ରୀ ଅଚେତ ହୋଇପଡିଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଆଇସିୟୁରେ ଭର୍ତ୍ତି…

ଥରୁଛି ଓଡିଶା, ଦୁଇ ଦିନ ପରେ କମିବ ଶୀତ

ଭୁବନେଶ୍ବର: ଏବେ ରାଜ୍ୟରେ ଶୀତର ଲହରି ଜାରି ରହିଛି । ଜାଡରେ ଥରୁଛି ପୂରା ଓଡିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡି ସାଙ୍ଗକୁ ଶିଶର ବିନ୍ଦୁ ବରଫରେ ପରିଣତ । ଅସହ୍ୟ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛନ୍ତି । ଆଜି…

ଦୀପ ଜାଳିବା ବେଳେ ଅଘଟଣ: ଘଟଗାଁ ତାରିଣୀ ମନ୍ଦିରରେ ନିଆଁ ଲାଗି ମହିଳା ଗୁରୁତର

କେନ୍ଦୁଝର: ଦୀପ ନିଆଁରେ ଜଣେ ମହିଳା ଶ୍ରଦ୍ଧାଳୁ ଜଳି ଯାଇଛନ୍ତି। ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିରରେ ଆଜି ଅପରାହ୍‌ଣରେ ଏହି ଅଘଟଣ ଘଟିଛି। ଗୁରୁତର ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ହେଲେ ମୀନାକ୍ଷୀ ବରାଳ। ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା…

ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହେବେ ହାଜର !

ଭୁବନେଶ୍ୱର : ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହାଜର ହେବେ । ତାଙ୍କୁ କାହିଁକି ସିବିଆଇ ସମନ କରିଛି। ଏହାକୁ ନେଇ ଲାଗି ରହିଛି ଚର୍ଚ୍ଚା । ଡିସେମ୍ବର ୭ ତାରିଖରେ ସିବିଆଇ ୧୦ ଲକ୍ଷ ଟଙ୍କା ଲାଞ୍ଚ…

କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଭାଗ୍ୟ ପରୀକ୍ଷା କରିବେ କେଜ୍ରିଓ୍ୱାଲ୍‌

ନୂଆ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ସେ ପୁଣି ଥରେ ଏଠୁ କରିବେ ନିଜ ଭାଗ୍ୟ ପରୀକ୍ଷା। ସେହିପରି କାଳକାଜିରୁ ମୈଦାନକୁ ଓହ୍ଲାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ସେ…

ନକ୍ସଲ ଦମ୍ପତିଙ୍କ ସହ ୫ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ, ୯ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ ସୁକମା ପୁଲିସକୁ ମିଳିଛି ପୁଣି ଏକ ବଡ ସଫଳତା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନ ପୂର୍ବରୁ ୫ ଜଣ ଦୁର୍ଦାନ୍ତ ନକ୍ସଲଙ୍କ ଆତ୍ମସମର୍ପଣ ଏକ ବଡ଼ ସଫଳତା ବୋଲି ପୁଲିସ କହିଛି। ସୁକମା ଜିଲ୍ଲା ପୁଲିସ…

ଅଟୋ ଚାଳକଙ୍କ ଗଳାକାଟି ହତ୍ୟା କଲେ ଦୁର୍ବତ୍ତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି ଏକ ଅଘଟଣ । ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ ଦୁର୍ବୁତ୍ତ । ମୃତକ ହେଲେ ବଳରାମ ଖରା । ତାଙ୍କ ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି…

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର,ଚାଉଳିଆଗଞ୍ଜ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ

କଟକ : ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ । କଟକ ଚାଉଳିଆଗଞ୍ଜ ଥାନା ଅଂଚଳରେ ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ସୁଭଦ୍ରା ସାହୁ । ଚାଉଳିଆଗଞ୍ଜ ଥାନାରେ…