ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳ ଓଡିଶା

ଭୁବନେଶ୍ବର: ରାଜ୍ୟରେ ପାଣିପାଗ ବଦଳିବା ପରେ ପାରଦ ଖସୁଛି। ଫଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଏଥି ପାଇଁ ସାରା ଓଡ଼ିଶା ଥରୁଛି। ପାଣିପାଗ ବିଭାଗ ରାଜ୍ୟରେ ୪୮ ଘଣ୍ଟା ଯାଏ ଶୀତ ଲହରୀ ଚେତାବନୀ ଦେଇଛି। ଆଗାମୀ ୨ ଦିନ…

ସିବିଆଇ ଅଫିସରୁ ବାହାରି ସତ ଓଗାରିଲେ ବିଷ୍ଣୁପଦଙ୍କ ଡ୍ରାଇଭର

ଭୁବନେଶ୍ବର: ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ବାହାରିବା ଘଟଣାରେ ଆଜି ସିବିଆଇ ଜାରା କରିଛି । ସିବିଆଇ ଅଫିସରୁ ବାହାରି ଗଣମାଧ୍ୟମ ଆଗରେ ସବୁ ସତ ଓଗାରିଛନ୍ତି ଡ୍ରାଇଭର । ଏନେଇ ଡ୍ରାଇଭର ନୃସିଂହ କହିଛନ୍ତି, ଡ୍ରାଇଭର…

ସାପ ଧରି ମେଡ଼ିକାଲ୍‌ରେ ପହଞ୍ଚିଲେ ଚାଷୀ

ବିଲରେ ଚାଷ କାମ କରୁଥିବା ବେଳେ କାମୁଡ଼ିଲା ସାପ। ତେଣୁ କାମୁଡ଼ିଥିବା ସାପକୁ ଧରି ମେଡ଼ିକାଲ୍‌ରେ ଚାଷୀ। ଏପରି ଚିତ୍ର ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅଞ୍ଚଳରେ। ଏବେ ଧାନ ଅମର କାମ ଚାଲିଛି। ତେଣୁ ଶୀତୁଆ ସକାଳରେ…

ତେଜସ୍ୱୀ ଯାଦବଙ୍କ ବଡ଼ ଘୋଷଣା…‘ବିହାର ନିର୍ବାଚନ ଜିତିବା ମାତ୍ରେ ମହିଳାଙ୍କୁ ପ୍ରତି ମାସରେ ଦେବୁ ୨୫୦୦ ଟଙ୍କା’

ନିର୍ବାଚନରେ ମହିଳା ଭୋଟରଙ୍କୁ ଲୁଭାଇବା ପାଇଁ ନୂତନ ଯୋଜନା ସବୁ ଘୋଷଣା କରାଯାଉଛି । ଏହି କ୍ରମରେ ବିହାରରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତେଜସ୍ୱୀ ଯାଦବ ‘ମାଇ ବହନ ମାନ ଯୋଜନା’ ଘୋଷଣା କରିଛନ୍ତି…

ପୁଣି ତେଜିଲା ମହାନଦୀ ରାଜନୀତି: ଆଇନ ମନ୍ତ୍ରୀ କହିଲେ ‘ସବୁ ପାଇଁ ଦାୟୀ ନବୀନ’

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ରାଜନୀତି । ପରସ୍ପର ଉପରେ ଦୋଷ ଲଦା ଲଦି ହୋଇଛନ୍ତି ବିରୋଧୀ ଏବଂ ଶାସକ । ଓଡିଶାରେ ମହାନଦୀ ଲୀନ ହୋଇଯିବା ନେଇ ପ୍ରସନ୍ନଙ୍କ ବୟାନର କଡା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ । ମହାନଦୀର…

ନାବାଳିକାଙ୍କୁ ପ୍ରେମ କରୁଥିଲେ, ଅପହରଣ କରି ଗିରଫ ହେଲେ

ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପୁଲିସ ଜଣେ ରେଳ କର୍ମଚାରୀଙ୍କୁ ଗିରଫ କରିଛି। ତାଙ୍କ ନାଁ ଘନଶ୍ୟାମ ଭୋଇ। ସେ କେସିଙ୍ଗା ରେଳ ଷ୍ଟେସନରେ ଗ୍ୟାଙ୍ଗମ୍ୟାନ ଭାବେ କାର୍ଯ୍ୟ କରନ୍ତି। ସୂଚନା ଅନୁଯାୟୀ, ଗିରଫ…

IIT BHUରେ ୧.୬୫ କୋଟିର ପ୍ଲେସମେଣ୍ଟ, ୧୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ମିଳିଲା ଚାକିରି

ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (IIT) ବିଏଚୟୁ (BHU) ନିଜର ୨୦୨୪ ପ୍ଲେସମେଣ୍ଟ ଋତୁରେ ଏକ ବଡ଼ ଉପଲବ୍ଧି ହାସଲ କରିଛି । ଏଥିରେ ୧୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଚାକିରି ଅଫର ମିଳିଛି । ବାରାଣସୀସ୍ଥିତ IIT BHUର ନାମ ଦେଶର…

ନଦୀ ପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା, ପରିଚୟ ଖୋଜିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ

କଟକ: ନଦୀ ପଠାରୁ ମହିଳାଙ୍କ କଟା ମୃତଦେହ ଉଦ୍ଧାର ଘଟଣା । ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ ହେବ ବୋଲି କହିଲେ କଟକ ଡିସିପି । ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହେବ । ତେବେ…

ମାଲକାନଗିରିର ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ମାଲକାନଗିରି: ରାଜ୍ୟ ସରକାର ଆଦିବାସୀ ଓ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ମାଲକାନଗିରିରେ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ କରିବାକୁ ଯାଉଛନ୍ତି। ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଂଜି ନିବେଶ ହେବ। ଏହି କାରଖାନା ପ୍ରତିଷ୍ଠା…

ଗୃହରେ ସମ୍ବିଧାନ ଚର୍ଚ୍ଚା ରେ କେନ୍ଦ୍ରମନ୍ତ୍ରୀ କିରଣ ରିଜ୍‌ଜୁ : ଆମ୍ବେଦକରଙ୍କ ସ୍ୱପ୍ନ ପୂରଣ କରୁଛନ୍ତି ପିଏମ୍‌ ମୋଦି

ନୂଆଦିଲ୍ଲୀ: ସଂସଦରେ ସମ୍ବିଧାନ ଉପରେ ଚର୍ଚ୍ଚାର ଆଜି ଦ୍ୱିତୀୟ ଦିନ । ସମ୍ବିଧାନର ୭୫ତମ ବର୍ଷ ଅବସରରେ ଚର୍ଚ୍ଚା ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଚର୍ଚ୍ଚାରେ ଭାଗ ନେଇଛନ୍ତି । ଗତକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ…