ମାଆ ଲକ୍ଷ୍ମୀଙ୍କ କ୍ଷୁଣ୍ଣ ମୂର୍ତ୍ତି ବଦଳରେ ସ୍ବର୍ଣ୍ଣ ମୂର୍ତ୍ତି ପୂଜା ସ୍ଥଳରେ ରଖିବାକୁ ଦାବି କଲେ ସେବାୟତ

କୋଟି କୋଟି ଓଡ଼ିଆ ଲୋକଙ୍କ ମଉଡ଼ମଣି ଶ୍ରୀ ଜଗନ୍ନାଥଙ୍କ ଘରଣୀ ମା’ ମହାଲକ୍ଷ୍ମୀ ଏବେ ଶ୍ରୀମନ୍ଦିର ଭିତରେ କ୍ଷୁଣ୍ଣ ଅବସ୍ଥାରେ ପୂଜା ପାଉଛନ୍ତି । ଏକଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାର ସତ୍ୟତାକୁ ଆହୁରି ଦୃଢ କରିଛି ଖୋଦ ସେବାୟତଙ୍କ…

ପାକିସ୍ତାନ ସହ ସମ୍ପର୍କ ସ୍ଥାପନ ପାଇଁ ଜୟଶଙ୍କର ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଡ. ଏସ ଜୟଶଙ୍କର ଶୁକ୍ରବାର ଲୋକସଭାରେ କହିଛନ୍ତି ଯେ ଭାରତ ଅନ୍ୟ ପଡୋଶୀ ଦେଶ ପରି ପାକିସ୍ତାନ ସହ ଭଲ ସମ୍ପର୍କ ଚାହୁଁଛି, କିନ୍ତୁ ଆମେ ଆତଙ୍କବାଦମୁକ୍ତ ପଡ଼ୋଶୀ ଚାହୁଁ। ପାକିସ୍ତାନ ଏବଂ ଭାରତ ମଧ୍ୟରେ ତିକ୍ତ…

ଖଣ୍ଡପଡାରେ ହେବ ପଠାଣି ସାମନ୍ତ ପ୍ଲାନେଟାରିୟମ୍

ଭୁବନେଶ୍ବର: ଭୁବନେଶ୍ବର ଭଳି ନୟାଗଡ଼ ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ାରେ ପ୍ଲାନେଟାରିୟମ ନିର୍ମାଣ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା…

ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଛୀ କହିଛନ୍ତି, ଆଜି ଆମ ସମସ୍ତଙ୍କ ପାଇଁ ଖୁସିର ଦିନ। ନିଯୁକ୍ତି ସମାହାର ଆୟୋଜନ କରାଯାଇଛି। ଏହି ଅବସରରେ ମଞ୍ଚରେ ଉପସ୍ଥିତ ଥିବା ସରକାରଙ୍କ ମନ୍ତ୍ରୀ ଓ ସଚିବଙ୍କ ସମେତ ନବ ନିଯୁକ୍ତ ଏବଂ ଗଣମାଧ୍ୟମ…

ଜେଲ ଗଲେ ଅଲ୍ଲୁ ଅର୍ଜୁନ, ସକାଳେ ତାଙ୍କ ଘରୁ ଗିରଫ କରିଥିଲା ପୁଲିସ

ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ଏକ ସିନେମା ହଲ୍‌ରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଜେଲ୍ ଗଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ନାମପଲ୍ଲୀ କୋର୍ଟ। କୋର୍ଟଙ୍କ ଏହି…

୩୭୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩୭୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ସେମାନଙ୍କ ମଧ୍ୟରେ ୮୫ ଜଣ ହୋମିଓପାଥିକ…

ଶୀତରେ ଥରୁଛି ସମଗ୍ର ଓଡିଶା; ୫ ଡିଗ୍ରୀ ସହ ରେକର୍ଡ ଭାଙ୍ଗିଲା ଶିମିଳିପାଳ

ମୟୂରଭଞ୍ଜ: ରାଜ୍ୟରେ ଏବେ ଶୀତର ଲହରୀ ଜାରି ରହିଛି । ପ୍ରବଳ ଜାଡରେ ଥରୁଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ । ଅଭୟାରଣ୍ୟର ଚହଲା ଏବଂ ଉପର ବାରାକାମୁଡାରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଫଳରେ…

ବିଜେଡି ସାଂସଦ ମୁନ୍ନା ଖାଁଙ୍କ ନାଁରେ ଏଫ୍‌ଆଇଆର୍‌

ଲୋକପ୍ରିୟ ପ୍ରାର୍ଥନା ‘ଆହେ ଦୟା ମୟ ବିଶ୍ୱବିହାରୀ’ର କଦର୍ଥ ବାଖ୍ୟା କରିବା ତଥା ଏହାର ରଚୟିତା ରାମକୃଷ୍ଣ ନନ୍ଦଙ୍କ ପ୍ରତି ଅପମାନସୂଚକ ମନ୍ତବ୍ୟକୁ ନେଇ ବିଜେଡି ରାଜ୍ୟସଭା ସାଂସଦ ମୁନ୍ନା ଖାଁଙ୍କ ନାଁରେ ଥାନାରେ ଏତଲା ହୋଇଛି। କଟକ ଜିଲ୍ଲା ଓଲଟପୁର…

ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ମୋଦୀ

ପ୍ରୟାଗରାଜ୍‌: ଉତ୍ତରପ୍ରଦେଶ ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ଏଥିସହ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି । ସଙ୍ଗମ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା…

୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ: ରାତି ୨ଟାରୁ ଦ୍ୱାର ଫିଟା, ଦିନ ୧୨ଟା ୩୦ ପରେ କାମ ଆରମ୍ଭ

ପୁରୀ : ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ପ୍ରଥମେ ଆରମ୍ଭ ହେବ ଭିତର ରତ୍ନଭଣ୍ଡାର କାମ । ପରେ ମରାମତି ହେବ ବାହାର ରତ୍ନଭଣ୍ଡାର । SOP ଅନୁସାରେ ମରାମତି କାର୍ଯ୍ୟ ଚାଲିବ…