୧୬ କୋଟି ଜରିମାନା ଛାଡ଼ ପାଇଁ ୭ କୋଟି ଲାଞ୍ଚ ଅଭିଯୋଗ, ପୂର୍ବତନ ମନ୍ତ୍ରୀଙ୍କ ନାଁରେ ମାମଲା
ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟ(ଆପ୍)ର ବରିଷ୍ଠ ନେତା ସତ୍ୟେନ୍ଦର ଜୈନଙ୍କ ନାଁରେ ମାମଲା ରୁଜୁ କରିଛି ଦୁର୍ନୀତି ନିବାରଣ ଶାଖା(ଏସିବି)। ଆପ୍ ସରକାର ସମୟରେ ୫୧୭ କୋଟିର ସିସିଟିଭି ପ୍ରକଳ୍ପରେ ଦୁର୍ନୀତି…