ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର…
