ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ବର : ୨୦୨୫ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ…

କଟକରେ ପ୍ରତିଷ୍ଠା ହେବ ତାରକସି ସାଧାରଣ ସୁବିଧା କେନ୍ଦ୍ର

କଟକ : କଟକରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଫିଲିଗ୍ରୀ ତାରକସି ସାଧାରଣ ସୁବିଧା କେନ୍ଦ୍ର (କମନ ଫେଶିଲିଟି ସେଣ୍ଟର)। ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ଓ ଆଇଆଇଟି ଭୁବନେଶ୍ଵର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ସିଏଫସି ପାଇଁ କଟକ…

ସିଏଜି ଖୋଲିଲେ ଗୁମର: ମହାନଗରବାସୀଙ୍କୁ ବାଂଟିଛନ୍ତି ଦୂଷିତ ଜଳ ଓ ରୋଗ, ହଜାର ହଜାର କୋଟି ଅପବ୍ୟୟ

ଭୁବନେଶ୍ବର : ସ୍ମାର୍ଟସିଟି ରାଜଧାନୀ ଭୁବନେଶ୍ୱରବାସୀଙ୍କୁ କୁଆଖାଇ ନଦୀରୁ ଅତ୍ୟନ୍ତ ଦୂଷିତ ଜଳ ଯୋଗାଣ କରାଯାଉଛି । ଏହି ଜଳ ଅତ୍ୟନ୍ତ ଦୂଷିତ ବୋଲି ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବି କହିଲେ। ତଥାପି ସରକାର ଫାଙ୍କିଦେଲେ। ଖାଲି ସେତିକି…

ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଶ୍ରମିକଙ୍କ ଉନ୍ନତି ପାଇଁ ବିଜୁ ବାବୁଙ୍କ ଠାରୁ ଆରମ୍ଭ କରି ବିଜେଡି ସରକାର ସର୍ବଦା କାମ କରୁଥିଲା। ଶ୍ରମିକମାନଙ୍କ ହକ୍‌ ପାଇଁ ଲଢେଇ କରିବ ବିଜୁ ଜନତା ଦଳ। ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି।…

ରାଇରଙ୍ଗପୁରଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ରାଇରଙ୍ଗପୁରଠାରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ ସମେତ ଆଦିବାସୀ ଗବେଷଣା ଏବଂ ବିକାଶ କେନ୍ଦ୍ର, ଦାଣ୍ଡବୋସ ବିମାନ ବନ୍ଦର; ଏବଂ ରାଇରଙ୍ଗପୁର ସବ୍-ଡିଭିଜନାଲ ହସ୍ପିଟାଲର ନୂତନ ଅଟ୍ଟାଳିକା ପାଇଁ ଭିତ୍ତିପ୍ରସ୍ତର…

କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ପୁରୀ : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା…

୩ ବର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଭକ୍ତ ଦେଇଛନ୍ତି ୧୧୩ କୋଟି

ଭୁବନେଶ୍ବର : ଗତ ୩ ବର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଭକ୍ତ ଦେଇଛନ୍ତି ୧୧୩ କୋଟି ଦାନ। ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ହୁଣ୍ଡି ଓ ବିଭିନ୍ନ ସୂତ୍ରରୁ କେତେ ଟଙ୍କା ଆଦାୟ ହୋଇଛି? ସେନେଇ ଆସିଥିବା ପ୍ରଶ୍ନରେ ଆଇନ୍‌ମନ୍ତ୍ରୀ ବିଧାନସଭାରେ ଦେଇଛନ୍ତି ଏହି ତଥ୍ୟ।…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ। ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର…

ବାଂଲାଦେଶରେ ଜାମିନ ପ୍ରତ୍ୟେକ ନାଗରିକଙ୍କ ଅଧିକାର: ଧାର୍ମିକ ନେତାଙ୍କ ଦାବି

ଢାକା: ବାଂଲାଦେଶର ସଂଖ୍ୟାଲଘୁ ଧାର୍ମିକ ଗୋଷ୍ଠୀର ନେତାମାନେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ କହିଛନ୍ତି ଯେ, ହିନ୍ଦୁ ସାଧୁ ଚିନ୍ମୟ କୃଷ୍ଣ ଦାସଙ୍କ ଜାମିନ ଆବେଦନକୁ ବିଚାର କରାଯିବା ଉଚିତ୍। ଦେଶଦ୍ରୋହ ଅଭିଯୋଗର ସମ୍ମୁଖୀନ ହୋଇଥିବା ଚିନ୍ମୟ କୃଷ୍ଣ…

ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଦେଖାଇ ପ୍ରେମିକାଙ୍କୁ କରୁଥିଲେ ବ୍ଲାକମେଲ; ୨.୫୭ କୋଟି ପାଇବା ପରେ ବଢ଼ିଥିଲା ଲୋଭ

ବେଙ୍ଗାଲୁରୁ : ପ୍ରେମିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଓ ଫଟୋ ଭାଇରାଲ କରି ଦେବାର ଧମକ ଦେଇ ୨.୫୭ କୋଟି ଟଙ୍କା ନେଇଥିବା ଜଣେ ଯୁବଙ୍କୁ ଗିରଫ କରିଛି ବେଙ୍ଗାଲୁରୁ ପୁଲିସ। ଅଭିଯୁକ୍ତଙ୍କ ନାଁ ମୋହନ କୁମାର (୨୨)। ଉଭୟ ଅଭିଯୁକ୍ତ…