ଭିଟାମାଟିରେ ପାଦ ଦେଇ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା : ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ…
