କନେଷ୍ଟବଳ ନିଯୁକ୍ତି: ସର୍ବାଧିକ ବୟସ ସୀମା ୬ ବର୍ଷ କୋହଳ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ସିପାହି କନେଷ୍ଟବଳ ପଦରେ ନିଯୁକ୍ତି ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ କରିବାକୁ ହାଇକୋର୍ଟ ଓଡିଶା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ବିଭିନ୍ନ ବାଟାଲିୟନରେ ୧୩୬୦ଟି କନେଷ୍ଟବଳ ସିପାହୀ ପଦ ପୂରଣ ପାଇଁ ୨୦୨୪ ସେପ୍ଟେମ୍ବର…

ପୁଅ-ବୋହୂକୁ ପେଟ୍ରୋଲ ଢ଼ାଳି ବାପା ପୋଡ଼ି ଦେବା ଘଟଣା: ବୋହୂ ପରେ ଆଖି ବୁଜିଲା ପୁଅ

କଟକ: ପୁଅ ଓ ବୋହୂକୁ ପେଟ୍ରୋଲ ଢ଼ାଳି ବାପା ପୋଡ଼ି ଦେବା ଘଟଣା । ଗତ ରବିବାର ଚିକିତ୍ସାଧୀନ ଅବସ୍ଥାରେ ବୋହୂର ମୃତ୍ୟୁ ହୋଇଥିବା ବେଳେ କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପୁଅ ଦୀନବନ୍ଧୁ ରାଉତଙ୍କ ମୃତ୍ୟୁ । ବାରଙ୍ଗ ଥାନା…

ଭୁବନେଶ୍ବରରୁ ସିଡିଏକୁ ମୋ ବସ୍ ସେବା ବନ୍ଦ, ତେଜିଲା ଅସନ୍ତୋଷ

କଟକ ୫।୧୨: ଭୁବନେଶ୍ବରରୁ ସିଡିଏକୁ ମୋ ବସ୍ ସେବା ବନ୍ଦ ନେଇ ତେଜିଲା ଅସନ୍ତୋଷ । ଆଜି ସିଡିଏର ବରିଷ୍ଠ ନାଗରିକ ମାନେ ଏକାଠି ହୋଇ ଏ ନେଇ ଜିଲ୍ଲାପାଳଙ୍କୁ ଫେରାର ହୋଇଛନ୍ତି । ଗତ ପାଞ୍ଚ ଦିନ ହେବ କ୍ୟାପିଟାଲ…

ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ, ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ-ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ । ଆସାମ ପରି ଓଡିଶାରେ ବି ବନ୍ଦ ହେବ ଗୋ ହତ୍ୟା । ଏହାସହ ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ । ରାଜ୍ୟରେ ସରକାର…

ବିଧାନସଭାରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ, ପ୍ରତିଟି ରାଜ୍ୟବାସୀଙ୍କ ମୁଣ୍ଡରେ ୨୦୧୭୭ଟଙ୍କାର ଋଣବୋଝ

ଭୁବନେଶ୍ବର :ଚଳିତବର୍ଷ ଅକ୍ଟୋବର ମାସ ଶେଷସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ମୁଣ୍ଡରେ ୨୦୧୭୭ଟଙ୍କାର ଋଣବୋଝ ରହିଛି । କିନ୍ତୁ ଏହି ଋଣବୋଝ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଯଥେଷ୍ଟ କମ୍ । ତେଣୁ ରାଜ୍ୟର ଋଣଭାର ଓ ମୁଣ୍ଡପିଛା ଋଣକୁ ନେଇ ବିଧାୟକମାନେ…

କୃଷି ଓ କୃଷକର ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ: ରାଷ୍ଟ୍ରପତି

ଭୁବନେଶ୍ବର : କୃଷି ଉତ୍ପାଦନରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି)ର ଯଥେଷ୍ଟ ଅବଦାନ ରହିଛି। ଆମ ସଂସ୍କୃତି, ପରମ୍ପରା ଏବଂ ଜୀବନ ଜୀବିକାର ଆଧାର ହେଉଛି କୃଷି କାର୍ଯ୍ୟ। ତେଣୁ କୃଷି ଏବଂ କୃଷକଙ୍କ ଉନ୍ନତି ବିନା ଦେଶର…

କେହି ଦଖଲ କରିପାରିବେନି ଆଦିବାସୀଙ୍କ ଜମି : ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ କେହି ଆଦିବାସୀଙ୍କ ଜମି ଦଖଲ କରିପାରିବେନି। ଆଜି ବିଧାନସଭା ପ୍ରଶ୍ନକାଳରେ ଏଭଳି କିଛି ଉତ୍ତର ରଖିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯଦି କେହି ଆଦିବାସୀଙ୍କ ଜମି କିଣନ୍ତି, ତେବେ ତାହାକୁ ବେଆଇନ ଘୋଷଣା କରାଯିବା…

ତୃତୀୟ ଭାରତୀୟ ଧାନ ସମ୍ମିଳନୀ ୨୦୨୪ ଅନୁଷ୍ଠିତ

କଟକ: ଜାତୀୟ ଧାନ ଗବେଷଣା ସମ୍ମିଳନୀ ଏବଂ ନୂଆଦିଲ୍ଲୀସ୍ଥିତ ଭାରତୀୟ ଧାନ ଗବେଷଣା କାଉନସିଲର ମିଳିତ ଆନୁକୁଲ୍ୟରେ ଗୁରୁବାର ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପରିଷଦଠାରେ ଭାରତୀୟ ଧାନ ସମ୍ମିଳନୀର ତୃତୀୟ ଧାନ କଂଗ୍ରେସ ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଧାନ ଗବେଷକ…

ଶିମିଳିପାଳ କୋର ଏରିଆରେ ବନ୍ଧୁକ ଧରି ବୁଲୁଥିଲେ; ବାନ୍ଧିଲା ବନ ବିଭାଗ

ବାରିପଦା : ଶିମିଳିପାଳର କୋର ଏରିଆରେ ଶିକାର ପାଇଁ ବନ୍ଧୁକ ଧରି ବୁଲୁଥିଲେ। ୨ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ। ସେମାନଙ୍କ ନିକଟରୁ ୫ଟି ଦେଶୀ ବନ୍ଧୁକ ଜବତ କରାଯାଇଛି। ଦୁଇ ଜଣଙ୍କ ଠାରୁ ପାଞ୍ଚଟି ଦେଶୀ ବନ୍ଧୁକ, ଗୋଟିଏ…

୫ ଜିଲାରେ ଘନ କୁହୁଡ଼ି ଦୃଶ୍ୟମାନ, ୨ଦିନ ପରେ ପୁଣି ଫେରିବ ଶୀତ

ଭୁବନେଶ୍ବର : ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ଫେଙ୍ଗାଲ’ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନ‌ରେ ପାଗ ମେଘୁଆ ରହିଥିଲା। ପାହାଡିଆ ଏବଂ ସମତଳ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଥିଲା; କିନ୍ତୁ ଆସନ୍ତା ୨ଦିନ ପରେ ପୁଣି ଶୀତ ଫେରିବ ବୋଲି ଭୁବନେଶ୍ବର…