ଅନାସ୍ଥାରେ ହାରିଲେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ
ପ୍ୟାରିସ : ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମାଇକେଲ ବର୍ନିଅର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଫଳରେ ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ହରାଇବାକୁ ପଡ଼ିବ। ଗୁରୁବାର ଫ୍ରାନ୍ସ ସଂସଦରେ ଅନାସ୍ଥା ଭୋଟ ହୋଇଥିଲା। ଅନାସ୍ଥାରେ ବିଜୟୀ ହେବା ଲାଗି ବର୍ନିଅରଙ୍କୁ ୨୮୮ ଭୋଟ ଆବଶ୍ୟକ ଥିଲା।…
