ପାକିସ୍ତାନରେ ଟ୍ରେନ୍ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା
ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ ଆର୍ମୀ(ବିଏଲଏ)…