ଓଡ଼ିଶା ହେବ ଫୁଡ୍‌ ପ୍ରୋସେସିଂ ହବ୍‌: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାକୁ ଫୁଡ୍‌ ପ୍ରୋସେସିଂ ହବ୍‌ରେ ପରିଣତ କରିବାକୁ ଲକ୍ଷ୍ୟ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ କେନ୍ଦ୍ରରେ ପରିଣତ କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରୟାସ। ଏଥିପାଇଁ ନୂଆଦିଲ୍ଲୀରେ ଆୟୋଜନ ହେଉଛି ‘ଓଡ଼ିଶା ଫୁଡ୍ ପ୍ରୋ–୨୦୨୬’। ଜାତୀୟ…

ମାଛ ଧରିବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ

ମହାକାଳପଡ଼ା: ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ନିଖୋଜ ମାଛ ଧରାଳି ହେଲେ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର…

ଓଡ଼ିଶାରେ ହେବ ପରମାଣୁ ପ୍ଲାଣ୍ଟ ! ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲେ ଟାଟା ଓ ଆଦାନୀ ଗ୍ରୁପ୍

ଭୁବନେଶ୍ୱର: ଓଡ଼ିଶାରେ ପରମାଣୁ ଶକ୍ତି ଉତ୍ପାଦନକୁ ନେଇ ବଡ଼ ଖବର। ରାଜ୍ୟରେ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ସ୍ଥାପନ ପାଇଁ ଦେଶର ଦୁଇ ବଡ଼ ଶିଳ୍ପ ଗୋଷ୍ଠୀ ଟାଟା ଗ୍ରୁପ୍ ଓ ଆଦାନୀ ଗ୍ରୁପ୍ ଓଡ଼ିଶା ସରକାରଙ୍କ ନିକଟରେ ଅଲଗା ଅଲଗା ପ୍ରସ୍ତାବ…

ଭୋଜି ଖାଇ ୭୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ

ଜଳେଶ୍ୱର : ଭୋଜି ଖାଇବା ପରେ ଅଚାନକ ଆରମ୍ଭ ହେଲା ଝାଡ଼ାବାନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖରିଦା ଗ୍ରାମରେ ଏହି ଘଟଣା ଦେଖାଦେଇଛି । ଏକ ଘର ପ୍ରତିଷ୍ଠା ଉତ୍ସବରେ ଭୋଜି ଖାଇବା ପରେ ଅଚାନକ ଝାଡ଼ାବାନ୍ତି…

ଆସାମରେ ବନ୍ୟାର ତାଣ୍ଡବ ; ଶିବସାଗର ଜିଲାରେ ସର୍ବାଧିକ ୪୮ ମୃତ

ଗୁଆହାଟି : ଆସାମରେ ବନ୍ୟା ବିପର୍ଯ୍ୟୟ ସୃଷ୍ଟି କରିଛି। ଏହା ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ଦୁର୍ବିସହ କରିଦେଇଛି। ବନ୍ୟା ରାଜ୍ୟରେ ବିପୁଳ କ୍ଷୟକ୍ଷତି ଘଟାଇଛି। ଏବେ ବି ସ୍ଥିତିରେ କୌଣସି ଉନ୍ନତି ଆସିନାହିଁ। ବନ୍ୟା ଦାଉରେ ଶିବସାଗର ଜିଲା ସର୍ବାଧିକ…

ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗ ; ସଂସଦରେ ଗୃହୀତ କରାଇବା ଲାଗି ସମର୍ଥନ ଦେବାକୁ ମନା କଲେ ରାହୁଲ

ନୂଆଦିଲ୍ଲୀ : ସୀମା ନିର୍ଦ୍ଧାରଣ ବିଲ୍ ଓ ମହିଳା ସଂରକ୍ଷଣ ସଂଶୋଧନ ବିଲ୍‌କୁ ସଂସଦରେ ଗୃହୀତ କରିବା ପାଇଁ କେନ୍ଦ୍ର ସରକାର କଂଗ୍ରେସର ସହଯୋଗ ଲୋଡ଼ିଛନ୍ତି। ଏଥିପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ରାହୁଲ ଗାନ୍ଧୀଙ୍କୁ ସଂସଦ ଭବନସ୍ଥିତ…

୨୦୧୩ ଯୌନ ନିର୍ଯାତନା ମାମଲାରେ ତେହେଲକା ପ୍ରତିଷ୍ଠାତା ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ : ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ୨୦୧୩ ଯୌନ ନିର୍ଯାତନା ମାମଲାରେ ତେହେଲକା ପ୍ରତିଷ୍ଠାତା ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ବିଚାରପତି ଡକ୍ଟର ନୀଲା ଗୋଖଲେ ଏବଂ ଅମିତ ଜାମସାଣ୍ଡେକରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।…

ଆସନ୍ତା ୧୭ରେ ସଂସଦର ସ୍ବତନ୍ତ୍ର ଅଧିବେଶନ !

ନୂଆଦିଲ୍ଲୀ : ସଂସଦର ମୌସୁମି ଅଧିବେଶନରେ ଅଚଳାବସ୍ଥା ଲାଗି ରହିଥିବାବେଳେ ସରକାର ଅଗଷ୍ଟ ୧୭ରେ ଏକ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଯୋଜନା କରୁଛନ୍ତି। ସୀମା ପୁନଃନିର୍ଦ୍ଧାରଣ ବିଲ୍ ଓ ମହିଳା ସଂରକ୍ଷଣ ସଂଶୋଧନ ବିଲ୍‌କୁ ଗୃହୀତ କରାଇବା ଲକ୍ଷ୍ୟରେ ସରକାର ସ୍ବତନ୍ତ୍ର…

ଉଚ୍ଚ ସ୍ବରରେ ଗୀତ ବଜାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ା, ବାପ-ପୁଅ ମୃତ

ମୁମ୍ବାଇ : ମୁମ୍ବାଇର ବିକ୍ରୋଲିରେ ଥିବା ଏକ ପରିବାର ଜୋରରେ ଗୀତ ବଜାଇବାକୁ ନେଇ ପଡୋଶୀଙ୍କ ସହିତ ପାଟିତୁଣ୍ଡ କରିଥିଲେ । ଆଉ ଝଗଡା ଏତେ ଭୟଙ୍କର ଥିଲା ଯେ, ଘଟଣାରେ ୨ ଜଣଙ୍କ ଜୀବନ ମଧ୍ୟ ଚାଲିଯାଇଛି । ଘଟଣା…

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ହାଇଆଲର୍ଟ; ଲାଲକିଲ୍ଲାରେ ମୁତୟନ ହେବେ ୧୨ ହଜାର ପୋଲିସ

ନୂଆଦିଲ୍ଲୀ: ଅଗଷ୍ଟ ୧୫ ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି। ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ, ଖାଲିସ୍ତାନୀ ତତ୍ତ୍ୱ ଏବଂ ହଠାତ୍ ବିରୋଧ ପ୍ରଦର୍ଶନ (ସ୍ନାପ୍ ପ୍ରୋଟେଷ୍ଟ)ର ଆଶଙ୍କାକୁ ନଜରରେ ରଖି ଦିଲ୍ଲୀ…