୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।…
ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।…
ଆମେରିକୀୟ କୋର୍ଟରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି। ବହୁ ଚର୍ଚ୍ଚିତ ୨୬/୧୧ ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀ ତହବୁର ହୁସେନ ରାଣାକୁ ଖୁବଶୀଘ୍ର ଭାରତକୁ ଅଣାଯିବ। ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଥିବା ତହବୁର ରାଣାର ପ୍ରତ୍ୟର୍ପଣ ପାଇଁ ଆମେରିକା…
ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ…
ଭୁବନେଶ୍ୱର: ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି। ଅନ୍ୟପଟେ…
ଭୁବନେଶ୍ଵର: ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଇ-କେୱାଇସି ଡାଟାବେସ୍କୁ ଆଧାର କରି ଏହି କାର୍ଡ ଦିଆଯିବ । ଯେଉଁମାନଙ୍କର ଇ-କେୱାଇସି ହୋଇନାହିଁ ସେମାନଙ୍କ…
ଦୁଇ ଦିନ ତଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ବିଜେପି ନାଁରେ କିଛି ଅଭିଯୋଗ ଆଣିଥିବା ବେଳେ ସେଗୁଡ଼ିକୁ ଆରଏସଏସ କେମିତି ନଜରରେ ଦେଖୁଛି ବୋଲି ମୋହନ…
ଭୁବନେଶ୍ବର : ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା ହୋଇଛି । ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ…
ପୁରୀ: ନୂଆବର୍ଷରେ ଜଗା ଦର୍ଶନ କରିବାକୁ ଛୁଟୁଛି ଭକ୍ତଙ୍କ ସୁଅ । ବିଶ୍ବାସ ରହିଛି ଯେ, ନୂଆ ବର୍ଷର ଆରମ୍ଭରେ ଜଗାର ଦର୍ଶନ କଲେ ବର୍ଷଟା ଯାକ ସୁଖ ଶାନ୍ତିରେ କଟିବ । ହେଲେ ପ୍ରବଳ ମାତ୍ରାରେ ଭିଡ଼ ଯୋଗୁଁ ଠେଲାପେଲା…
ଭୁବନେଶ୍ୱର: ଓଡ଼ିଶାବାସୀ ରାଜ୍ୟରେ ପରିବର୍ତ୍ତନ ଆଣି ରାଜ୍ୟରେ ବିଜେପି ସରକାର ଆଣିଛନ୍ତି। ଡବଲ ଇଞ୍ଜିନ ସରକାରଙ୍କ ଫାଇଦା ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି ବିଜେପି କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବେ। ଆଜି ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ…
ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ…