ପ୍ରବଳ ବର୍ଷାରେ ଭୁଶୁଡ଼ିଲା କୋଠା; ଚାଲିଗଲା ୬ ଜୀବନ
ଲକ୍ଷ୍ନୌ: ନିରନ୍ତର ବର୍ଷା ମଧ୍ୟରେ ବୁଧବାର ରାତି ପ୍ରାୟ ୩ଟା ସମୟରେ ପ୍ରତାପଗଡ଼ର ନଗର କୋତୱାଲି ଅଞ୍ଚଳର ମହୁଲି ୱାର୍ଡରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ଛଅ ଜଣ ସଦସ୍ୟ ଭଗ୍ନାବଶେଷ…
ଲକ୍ଷ୍ନୌ: ନିରନ୍ତର ବର୍ଷା ମଧ୍ୟରେ ବୁଧବାର ରାତି ପ୍ରାୟ ୩ଟା ସମୟରେ ପ୍ରତାପଗଡ଼ର ନଗର କୋତୱାଲି ଅଞ୍ଚଳର ମହୁଲି ୱାର୍ଡରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ଛଅ ଜଣ ସଦସ୍ୟ ଭଗ୍ନାବଶେଷ…
ପୁରୀ : ପୁଣିଥରେ ଶ୍ରୀମନ୍ଦିର ଭିତରର ଭିଡିଓ ପ୍ରଘଟ ହୋଇଛି। କୃର୍ତ୍ତିକା-କ୍ରେପ ୨୦୧୭ ଇନଷ୍ଟାଗ୍ରାମ୍ ଆଇଡିରୁ ଶ୍ରୀମନ୍ଦିର ଭିତର ବେଢ଼ା ଭିଡିଓ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ଜଣକ ଶ୍ରୀମନ୍ଦିର ଭିତରବେଢ଼ାରେ ଥାଇ ନୀଳଚକ୍ରରେ ବାନା ପରିବର୍ତ୍ତନ ସମୟର ଭିଡିଓ…
ରାଜନଗର : ପ୍ରେମ ବ୍ୟାପାରକୁ ନେଇ ଛାତ୍ରଙ୍କୁ ନିସ୍ତୁକ ମାଡ଼ ସହ ଅପହରଣ ଅଭିଯୋଗର ତିନିଦିନ ପରେ ପୁଲିସ ଦ୍ୱାରା ଉଦ୍ଧାର। ଗତକାଲି ରାତିରେ ରାଜନଗର ଖଣ୍ଡେଇ ପଡାରୁ ନିଖୋଜ ଯୁବକ ଆକାଶ ଉଦ୍ଧାର ହୋଇଛନ୍ତି। ୟୁକେ ମହାବିର ମହାବିଦ୍ୟାଳୟ ମଦନପୁର…
ଭୁବନେଶ୍ବର : ଆସନ୍ତା ୭ରୁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଏକ ସ୍ବତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍ର ଚଳାଚଳ ଆରମ୍ଭ ହେବ। ଟ୍ରେନ୍ ନଂ ୦୮୪୪୫ ପୁରୀ-ସୋଲାପୁର ଜଙ୍କସନ୍ ସ୍ପେଶାଲ୍ ଏକ୍ସପ୍ରେସ୍ ଶୁକ୍ରବାର ରାତି ୧୧.୪୫ରେ ପୁରୀରୁ ଯାତ୍ରା ଆରମ୍ଭ…
ବାଂଶପାଳ: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ବଡ଼ବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି | ଜଙ୍ଗଲକୁ ଯାଇଥିବା ବେଳେ ବିରୁଡ଼ି ପୋକ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି | ମୃତକ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା…
ରାୟଗଡ଼ା: ରାୟଗଡ଼ା ଛାତ୍ର ଆକ୍ରମଣ ଘଟଣାରେ ଜଡ଼ିତ ୭ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯାଇଛି। କୋଲନରା ବିଡିଓ ରୀନା ପ୍ରଧାନ ହାଇସ୍କୁଲରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ର ମାନଙ୍କୁ କାଉନସିଲିଂ…
ସାଲେପୁର : ଆବର୍ଜନା ଟାଙ୍କିରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ । ନିର୍ମାଣଧୀନ ଆବର୍ଜନା ଟାଙ୍କିରେ ଫସିଲେ ଶ୍ରମିକ । ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଆଉ ଜଣେ ଯୁବକ ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ । କଟକ…
ସାଲେପୁର : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କଟକ ଜିଲ୍ଲା ନେମାଳ ଥାନା ସହଦେବପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ଵିତ ରାତିରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ଵାମୀ ଶୈଳେନ୍ଦ୍ର ମଲିକ।…
ଭୁବନେଶ୍ଵର : ଶୁକ୍ରବାର ସନ୍ଧ୍ୟା ୫ଟା ସୁଦ୍ଧା ଆସିବ ବନ୍ୟା କ୍ଷୟକ୍ଷତି ରିପୋର୍ଟ । ରିପୋର୍ଟ ଆସିବା ପରେ ବସିବ ବୈଠକ । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସରକାର ୨୨ଟି…
ଲମତାପୁଟ : ଭାଙ୍ଗିଲା ସ୍କୁଲ ପାଚେରୀ, ୨ ଛାତ୍ର ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କସନ୍ଦୀ ପଞ୍ଚାୟତ କାଲାଡ଼ି ପ୍ରାଥମିକ ବିଦ୍ୟାଳୟରେ ଏପରି ଅଘଟଣ ଘଟିଛ । ୨ ଛାତ୍ର ଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ…