ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର
ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ…
ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ…
ରାଉରକେଲା: ଅଖା ଭିତରେ ମୃତଦେହ । ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ…
ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା…
ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ…
ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା…
ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି…
ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତାହେ ହେଲା ସାରା…
ଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସ ପଶ୍ଚିମବଙ୍ଗର…
ନୂଆଦିଲ୍ଲୀ: ୨୦୨୫-୨୬ ମସିହାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅନ୍ୟାନ୍ୟ ଭାଷା ସହିତ ଓଡ଼ିଆ ଭାଷା ରହିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ବୁଧବାର ଦିନ ସୂଚନା ଦେଇଛି। ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା…
ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର…