ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ
ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ…