ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା…

ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ

ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି । ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧…

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି।…

ସମ୍ଭଲରେ ୪୬ ବର୍ଷ ପରେ ଖୋଲିଲା ଶିବ ମନ୍ଦିର, ଶିବରାତ୍ରିରେ କରାଯିବ ରୁଦ୍ରାଭିଷେକ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସମ୍ଭଲରେ ୪୬ ବର୍ଷ ଧରି ବନ୍ଦ ଥିବା ଶିବ ମନ୍ଦିର ଖୋଲାଯାଇଛି। ହିନ୍ଦୁ ସଂଗଠନର ଲୋକମାନେ ମନ୍ଦିରରେ ଜଳାଭିଷେକ କରିଛନ୍ତି । ଏହି ଶିବ ମନ୍ଦିରରେ ଦୀର୍ଘ ୪୬ ବର୍ଷ ଧରି ଜଳାଭିଷେକ କରାଯାଇନଥିଲା। ମନ୍ଦିର ବନ୍ଦ ଥିବାରୁ…

ୟୁନୁସଙ୍କୁ ହଟାଇବ ବାଂଲାଦେଶର ସେନା ?

ଢାକା : ବାଂଲାଦେଶରେ ପୁଣି ଥରେ କ୍ଷମତା ପରିବର୍ତ୍ତନ ହେବାର ଆଶଙ୍କା ରହିଛି କି ? ସେନାମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ ନିଜ ବୟାନ ମାଧ୍ୟମରେ ଏପରି କିଛି ସଂକେତ ଦେଇଛନ୍ତି । ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ଓ ସାର୍ବଭୌମତ୍ୱ…

୧୪୪ ବର୍ଷ ପରେ ବାଲିରେ ହେବ ମହାକୁମ୍ଭ !

ନୂଆଦିଲ୍ଲୀ: ଆମେରିକା ଗସ୍ତରୁ ଫେରିଥିବା ଜଳବାୟୁ ଓ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖି କହିଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଭାରତ ଆଗେଇ ଆସିବା ଉଚିତ। ସେ କହିଛନ୍ତି…

ଇସ୍ରାଏଲ-ଆମେରିକା ଟାର୍ଗେଟରେ ଇରାନର ପରମାଣୁ କେନ୍ଦ୍ର

ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ଆଶଙ୍କା ବଢିଯାଇଛି । ଆମେରିକା ଓ ଇସ୍ରାଏଲ ଏପରି ଆକ୍ରମଣ କରିପାରନ୍ତି । ଏପରି ଗୁଇନ୍ଦା ରିପୋର୍ଟ ମିଳିବା ପରେ ଇରାନ ନିଜର ପରମାଣୁ କେନ୍ଦ୍ରଗୁଡ଼ିକର ସୁରକ୍ଷା ବଢାଇଦେଇଛି । ଇସ୍ରାଏଲ…

୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା

ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ…

ଗଙ୍ଗା ଜଳରେ ଅଛନ୍ତି ଜୀବାଣୁ, ଲୋକଙ୍କୁ ଭୁଆଁ ବୁଲାଯାଉଛି: ଶିବପାଲ ଯାଦବ

ଲକ୍ଷ୍ନୌ,୨୫।୨: ସମାଜବାଦୀ ପାର୍ଟି ନେତା ଶିବପାଲ ଯାଦବ ମଙ୍ଗଳବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ରିପୋର୍ଟ ଉପରେ ଉଠାଯାଉଥିବା ପ୍ରଶ୍ନ ଉପରେ ଆପତ୍ତି ଉଠାଇଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ କହିଥିଲେ ଯେ ଏବେ ସିପିସିବି ରିପୋର୍ଟ ଉପରେ…

ଦିଲ୍ଲୀ ଅବକାରୀ ନୀତି ଯୋଗୁଁ ୨୦୦୦ କୋଟି କ୍ଷତି : ସିଏଜି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ଆଗତ ସିଏଜି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ ପାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ ତତକାଳୀନ କେଜ୍ରିଓ୍ବାଲ ସରକାର ଆଣିଥିବା ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କ ପ୍ରାୟ ୨ ହଜାର କୋଟି ଟଙ୍କା…