ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ, ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ
ପୁରୀ : ପୁଣିଥରେ ଚର୍ଚ୍ଚାରେ ଶ୍ରୀକ୍ଷେତ୍ର ପୁରୀ । ଶ୍ରୀମନ୍ଦିର ଭିତର ବେଢ଼ାରୁ ନୀଳଚକ୍ର ପତିତପାବନ ବାନା ପରିବର୍ତ୍ତନ ସମୟର ଭିଡିଓ ଭାଇରାଲ ହୋଇଛି । ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ଏହାକୁ ଭାଇରାଲ କରାଯାଇଛି । ଭାଇରାଲ ହେବା ପରେ ମନ୍ଦିରର…