ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ରୋଗୀ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନରେ ଉତ୍ତେଜନା
ସୁବର୍ଣ୍ଣପୁର : ଭୁଲ ଇଞ୍ଜେକ୍ସନ ଯୋଗୁ ରୋଗୀ ମୃତ୍ୟୁ ନେଇ ହୋଇଛି ଅଭିଯୋଗ । ଫଳରେ ଡାକ୍ତରଖାନରେ ଉତ୍ତେଜନା ସୃଷ୍ଟି ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନରେ ଦେଖାଯାଇଛି ଏହି ଅଭାବନୀୟ ଘଟଣା । ପାଣିସିଆଲି ଗାଁର ପ୍ରଶାନ୍ତ ତ୍ରିପାଠୀଙ୍କ…