ମହାନଦୀରେ ଆଉ ବନ୍ୟା ସ୍ଥିତି ନାହିଁ, କମୁଛି ହୀରାକୁଦ ଜଳସ୍ତର

କଟକ : ମହାନଦୀରେ ଆଉ ବନ୍ୟା ସ୍ଥିତି ନାହିଁ। ଏଥିସହ କୌଣସି ନଦୀରେ ବନ୍ୟା ଆଶଙ୍କା ନାହିଁ। ଆସନ୍ତା ୪ ତାରିଖ ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ୬୧୮ରୁ ୬୧୫ ଫୁଟ ରଖିବୁ ବୋଲି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।…

ପାରିବାରିକ କଳହକୁ ନେଇ ନିଜ ଜିଭ କାଟିଦେଲେ ଯୁବକ

ବ୍ରହ୍ମପୁର : ପାରିବାରିକ କଳହର କରୁଣ ପରିଣତି । ନିଜ ଜିଭ କାଟିଦେଲେ ଯୁବକ । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ହଂସତୁଳି ଗାଁରେ ଥିବା କାଳୀ ମନ୍ଦିରରେ ଘଟିଛି ଅଘଟଣ। ଗୁରୁତର ବ୍ୟକ୍ତି ଜଣକ ହେଲେ ହଂସତୁଳୀ ଗାଁର କିରଣ…

ଫ୍ଲାଏଓଭର ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା: ଆସନ୍ତା ୬ରୁ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେବେ ରାଜଧାନୀବାସୀ

ଭୁବନେଶ୍ୱର: ଆଗାମୀ ଫ୍ଲାଏଓଭର ପ୍ରକଳ୍ପ ପାଇଁ ମାଟି ପରିକ୍ଷା କାର୍ଯ୍ୟ ଆରମ୍ଭ ହେଉଥିବାରୁ ଅଗଷ୍ଟ ୬ ତାରିଖରୁ ରାଜଧାନୀର ଜୟଦେବ ବିହାର-ନନ୍ଦନକାନନ ଷ୍ଟ୍ରେଚ୍ ଦେଇ ଯାତ୍ରା କରୁଥିବା ଯାତ୍ରୀମାନେ ଟ୍ରାଫିକ୍ ଭିଡ଼ର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି…

ବନ୍ୟା ପାଇଁ ଓଡିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର

ଭୁବନେଶ୍ବର : ଦେଶର ବିଭିନ୍ନ ରାଜ୍ୟରେ ଜାରି ରହିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ରାଜ୍ୟକୁ କେନ୍ଦ୍ର ସରକାର ଅର୍ଥିକ ସହାୟତା ଜାରି କରିଛନ୍ତି। କେନ୍ଦ୍ର ଗୃହ ତଥା ସହକାରିତା…

ଆଜିଠୁ ୭ ଯାଏଁ ପ୍ରବଳ ବର୍ଷା, ୨୧ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର : ଆଜିଠୁ ପୁଣି ବଢ଼ିବ ବର୍ଷା । ଅଗଷ୍ଟ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଲାଗିପାରେ । ଆଜି ଓ କାଲି ଦୁଇ ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ…

ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ସୋନପୁର ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ । ଜଳଭଣ୍ଡାରର କୌଣସି ଗେଟ୍ ବନ୍ଦ ହୋଇନାହିଁ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୪.୨୭ ଫୁଟ୍ । ଆସନ୍ତାକାଲି ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୮ ଫୁଟ୍…

ବନ୍ୟା ସ୍ଥିତି ତଦାରଖ ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇ ପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା…

ନିଶା ମାଫିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; କହିଲେ “ସୁଧୁର, ନଚେତ୍ ହେବ ବୁଲଡୋଜର ଆକ୍ସନ୍ ’

ଭୁବନେଶ୍ୱର: ‘ନିଶାମୁକ୍ତ ଯୁବ – ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ ଅବସରରେ ଓଡ଼ିଶାକୁ ଏକ ସମ୍ପୂର୍ଣ୍ଣ ନିଶାମୁକ୍ତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ଗ୍ରହଣ କରିଛନ୍ତି। କଳିଙ୍ଗ ଷ୍ଟାଡିୟମ ଠାରେ କେନ୍ଦ୍ର ଯୁବ ବ୍ୟାପାର ଓ…

ବନ୍ୟା ସ୍ଥିତି ଯୋଗୁଁ ବଢ଼ିଲା ପ୍ରଥମ ପର୍ଯ୍ୟାୟ UG ଆଡମିସନ୍ ପ୍ରକ୍ରିୟା ସମୟସୀମା

ଭୁବନେଶ୍ୱର: ସାରା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଥିବାରୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଛାତ୍ର ଏକାଡେମିକ୍ ପରିଚାଳନା ପ୍ରଣାଳୀ (SAMS) ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଚାଲିଥିବା ପ୍ରଥମ ପର୍ଯ୍ୟାୟ UG ଆଡମିସନ୍ ପ୍ରକ୍ରିୟାର ଶେଷ ତାରିଖ ବୃଦ୍ଧି କରିଛି।…

ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ, ୧୧ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର : ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ…