ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ…