ରାଜଧାନୀରେ ବାଣ ଫୁଟି ୩ ଗୁରୁତର
ଭୁବନେଶ୍ୱର : ରାଜଧାନୀରେ ଅଘଟଣ । ବାଣ ଫୁଟି ତିନି ଗୁରୁତର। ସମସ୍ତ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି । ବାହାଘର ରୋଷଣୀରେ ପଡ଼ିଥିବା ଅଫୁଟା ବାଣରୁ ନିଆଁ ଲାଗିଥିବା ସୂଚନା। ସୂଚନାନୁଯାୟୀ, ଚଳିତ ବର୍ଷ ଭୋଗି ଉତ୍ସବ ଚାଲିଥିଲାବେଳେ ଅଘଟଣ…
ଭୁବନେଶ୍ୱର : ରାଜଧାନୀରେ ଅଘଟଣ । ବାଣ ଫୁଟି ତିନି ଗୁରୁତର। ସମସ୍ତ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି । ବାହାଘର ରୋଷଣୀରେ ପଡ଼ିଥିବା ଅଫୁଟା ବାଣରୁ ନିଆଁ ଲାଗିଥିବା ସୂଚନା। ସୂଚନାନୁଯାୟୀ, ଚଳିତ ବର୍ଷ ଭୋଗି ଉତ୍ସବ ଚାଲିଥିଲାବେଳେ ଅଘଟଣ…
ବ୍ରହ୍ମଗିରି : ରାମଲୀଳା ଚାଲିଥିବାବେଳେ ଅଘଟଣ। ବିଦ୍ୟୁତ ତାର ଲାଗି ଚାଲିଗଲା ନାବାଳକର ଜୀବନ। ହନୁମାନ ଅଭିନୟ କରୁଥିବା କଳାକାରଙ୍କୁ ଦେଖି ଦୌଡ଼ିବା ବେଳେ ଅଘଟଣ ଘଟିଛି। ମୁକୁଳା ଟ୍ରାନ୍ସଫର୍ମର ଉପରେ ନାବାଳକଙ୍କ ଜୀବନ ଯାଇଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ…
ଗଜପତି : ନିଜକୁ ଜାଳିଦେଲେ ପିଜି ଛାତ୍ରୀ । ଦେହରେ ନିଆଁ ଲଗାଇ ଜୀବନ ହାରିଥିବା ଅଭିଯୋଗ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଖଞ୍ଜାସାହି ନୂଆବସ୍ତିରେ ଚାଞ୍ଚଲ୍ୟ । ଛାତ୍ରୀ ଜଣକ ମାନସିକ ଚାପରୁ ନିଜ ଦେହରେ ନିଆଁ ଲଗାଇ…
ଭୁବନେଶ୍ୱର : ଓଡ଼ିଶା ଫେରିଲେ ହର୍ମୁଜରେ ଫସିଥିବା ମେରାଇନ ଅଫିସର । ଭୁବନେଶ୍ୱରରେ ପହଞ୍ଚିଲେ ଅଶୋକ ଦୀକ୍ଷିତ। ଷ୍ଟ୍ରେଟ ଅଫହର୍ମୁଜ ଠାରେ ପ୍ରାୟ ୩୬ ଦିନ ପର୍ଯ୍ୟନ୍ତ ଅଟକି ରହିଥିଲେ ଅଶୋକ । ଭାରତୀୟ ନୌସେନାର କଡା ସୁରକ୍ଷା ବଳୟ ମଧ୍ୟରେ…
ପୁରୀ: ଆସନ୍ତା ୨୦ ତାରିଖରେ ଅକ୍ଷୟ ତୃତୀୟା ରହିଥିବାବେଳେ ରଥାନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏଥର ରଥ ଖଳାରେ ଲାଗିବ ସିସିଟିଭି କ୍ୟାମେରା । ୧୨ଟି ସିସିଟିଭି କ୍ୟାମେରା ଜଗିବେ ସମ୍ପୂର୍ଣ୍ଣ ରଥ ଖଳାକୁ । ରଥ ଖଳାର ସୁରକ୍ଷାକୁ…
କୋଲକତା: ଶନିବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଦଳ ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଦକ୍ଷିଣ କୋଲକାତା ସ୍ଥିତ ବାସଭବନରେ ଚଢ଼ାଉ କରିଛି। ସେବା ଆୟୋଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଚଢାଉ କରିଥିବା ସୂଚନା ରହିଛି। ପଶ୍ଚିମବଙ୍ଗରେ…
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛି ୫ କେଜିକିଆ ଗ୍ୟାସ ସିଲିଣ୍ଡର । ଭିଭିନ୍ନ ଇଣ୍ଡିଆନ ଅୟଲ ଟାଙ୍କି ରେ ଇଣ୍ଡିଆନ ଗ୍ୟାସ ପକ୍ଷରୁ ଏହି ୫ କେଜିକିଆ ସିଲିଣ୍ଡର ଉପଲବ୍ଧ କରାଯାଇଛି । ଏଣିକି ଛାତ୍ରଛାତ୍ରୀ ବା ଯେଉଁମାନେ ଶ୍ରମିକ ଅଛନ୍ତି…
ପୁରୀ : ଦ୍ଵିତୀୟ ପର୍ଯ୍ୟାୟର ୪ ଦିନ ଧରି ଚାଲିଥିବା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆଜି ଶେଷ ହୋଇଛି । ସମସ୍ତ ସେବାୟତଙ୍କ ସହଯୋଗରେ ଏହା ସଂପୂର୍ଣ୍ଣ ହୋଇଛି । ୧୩ ତାରିଖରୁ ତୃତୀୟ…
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଡିଏ ଏବଂ ଡିଆର୍ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମହଙ୍ଗା ଭତ୍ତା ବୃଦ୍ଧି କରିବା ସମୟରେ ରାଜ୍ୟ ସରକାର ଚାକିରି କରିଥିବା କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ପାତରଅନ୍ତର କରିପାରିବେ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।…
କୋଲକତା: ପଶ୍ଚିମବଙ୍ଗ ନିର୍ବାଚନକୁ ଦିନ ଏତିକି ପାଖେଇ ଆସୁଛି,ସେତିକି ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ହୁଗୁଳି ଜିଲ୍ଲାରେ ପ୍ରଚାର ସମୟରେ ଟିଏମସି ଏବଂ ବିଜେପି ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଭୋଟ୍ ପାଇଁ ଦୁଇ ସପ୍ତାହରୁ କମ୍…