କେଳୁଚରଣ କୀର୍ତ୍ତି ଶତକମ୍ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ...