ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ: ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର: ସମସ୍ତ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଓସେପାର ନିର୍ଦ୍ଦେଶ । ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ନିର୍ଦ୍ଦେଶ। ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବଣ୍ଟାଯିବ ୟୁନିଫର୍ମ। ୟୁନିଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ ଓସେପା ଦେଇଛି…

ଉଛୁଳିଲା ସେୟାର ବଜାର, ପୁଣି ବଢିଲା ସୁନା ଦର

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦…

ନିର୍ବାଚନ ପ୍ରଚାର ବେଳେ ଗୁଜରାଟୀଙ୍କ ଉପରେ ଟିପ୍ପଣୀ ଦେଇ କ୍ଷମା ମାଗିଲେ ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ : କେରଳ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଗୁଜରାଟ ଲୋକଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କ୍ଷମା ମାଗିଛନ୍ତି । ସେ ଜାଣିଶୁଣି ଏଭଳି ଟିପ୍ପଣୀ ଦେଇନଥିଲେ, ଆଉ ଏହାକୁ ଜାଣିଶୁଣି ଭୁଲ୍ ଭାବେ…

ତୁରନ୍ତ ଇରାନ ଛାଡ଼ିବାକୁ ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଆମେରିକା-ଇରାନ ଯୁଦ୍ଧବିରତି ମଧ୍ୟରେ କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ…

ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ବିରତିକୁ ସମର୍ଥନ ଜଣାଇଲା ଇସ୍ରାଏଲ

ନୂଆଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ହୋଇଥିବା ଯୁଦ୍ଧ ବିରାମକୁ ଇସ୍ରାଏଲ ସମର୍ଥନ ଦେଇଛି । ଯୁଦ୍ଧ ବିରତି ପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଇରାନ ସହିତ ଯୁଦ୍ଧ ବିରାମରେ…

ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ରେ ମତଦାନ

ନୂଆଦିଲ୍ଲୀ : ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଆସନ୍ତା ୯ ତାରିଖ ଏହି ରାଜ୍ୟଗୁଡିକରେ ଭୋଟଗ୍ରହଣ କରାଯିବ । ଆସାମ ବିଧାନସଭାର ୧୨୬, କେରଳର ୧୪୦ ଏବଂ ପୁଡୁଚେରୀର ୩୦ ଆସନ…

ଯୁଦ୍ଧବିରତି ଘୋଷଣା ପରେ ହର୍ମୁଜ ପ୍ରଣାଳୀ ଖୋଲିବାକୁ ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ଇରାନର ସର୍ତ୍ତ । ଆମେରିକା ପକ୍ଷରୁ ଯୁଦ୍ଧବିରତି ଘୋଷଣା ହେବା ପରେ ଇରାନର ‘ଉଚ୍ଚସ୍ତରୀୟ ଜାତୀୟ ସୁରକ୍ଷା ପରିଷଦ’ ଏହାକୁ ଗ୍ରହଣ କରିଛି । ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଗଚି କହିଛନ୍ତି ଯେ, ଯଦି…

ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦର !

ନୂଆଦିଲ୍ଲୀ: ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦାମ!। ଆଜି ବିଶ୍ୱ ଶକ୍ତି ବଜାରରେ ଇତିହାସର ଏକ ବଡ଼ ଧରଣର ଦର ହ୍ରାସ ଦେଖିବାକୁ ମିଳିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି…

ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟଳିଲା ମହାଯୁଦ୍ଧର ବିପଦ! ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା କରିଛନ୍ତି । ନିଜେ…

ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର:ସୋସିଆଲ ମିଡିଆ ୟୁଜର୍ସ ସାବଧାନ। ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ। ଏଣିକି ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର…