ତାମିଲନାଡ଼ୁ ବିଧାନସଭା ନିର୍ବାଚନ: ଭାଷାକୁ ନେଇ ରାଜନୀତି ତୀବ୍ର
ଚେନ୍ନାଇ: ତାମିଲନାଡ଼ୁରେ ଆସନ୍ତା ଏପ୍ରିଲ ୨୩ ତାରିଖରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଷାକୁ ନେଇ ରାଜନୀତି ତୀବ୍ର ହୋଇଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତ୍ରି-ଭାଷା ସୂତ୍ର ଓ ଜାତୀୟ ଶିକ୍ଷା…
