ବାପାକୁ ପିସ୍ତଲ ଦେଖାଇ ୧୦ ଲକ୍ଷ ଲୁଟିନେଲା ପୁଅ

ନୂଆଦିଲ୍ଲୀ : ବାପାକୁ ପିସ୍ତଲ ଦେଖାଇ ଟଙ୍କା ଲୁଟ୍ କରୁଥିଲା ପୁଅ । ଏବେ ପୋଲିସ ହାତରେ ଧରାପଡିଲା । ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ୧୦ ଲକ୍ଷ ଟଙ୍କା ଲୁଟ୍ ମାମଲାରେ ପୋଲିସକୁ ୨୪ ଘଣ୍ଟା ଭିତରେ ସଫଳତା ମିଳିଛି…

ମହଙ୍ଗା ହେଲା ବିମାନ ଯାତ୍ରା, ୧୦୦୦ଟଙ୍କା ଟିକେଟ୍ ଦାମ୍ ବଢାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତରାଷ୍ଟ୍ରୀୟ ବିମାନ ପାଇଁ ଇନ୍ଧନ ସରଚାର୍ଜ ବୃଦ୍ଧି କରିବାକୁ ଘୋଷଣା କରିଛି । ଏୟାର ଟର୍ବାଇନ୍ ଇନ୍ଧନ ସରଚାର୍ଜର ମୂଲ୍ୟ ବୃଦ୍ଧି ହେବା ଯୋଗୁଁ ଏହାର ପ୍ରଭାବ ଯାତ୍ରୀଙ୍କ ଉପରେ…

ଇଣ୍ଡୋନେସିଆରେ ଭୂମିକମ୍ପ, ତୀବ୍ରତା ୭.୪

ଇଣ୍ଡୋନେସିଆ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ରିକ୍ଚର ସ୍କେଲରେ ଭୂକମ୍ପରେ ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଆଜି ସକାଳ ପ୍ରାୟ ୬ଟା ୪୮ ରେ ମୋଲୁକା ସାଗରରେ ଏହି ଭୂକମ୍ପ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଟେରନେଟ୍…

ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ବର: ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସରକାରୀ…

ରାଜ୍ୟରେ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟରେ ଆଉ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ । ରାଜ୍ୟର ଅଙ୍ଗନବାଡ଼ି ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ । ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୮୮୯ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର କୋଠାକୁ ଉଦଘାଟନ କରିଛନ୍ତି…

ପ୍ରଥମ ଦିନରେ ପ୍ରାୟ ୧୭ ହଜାର ଲୋକଙ୍କ ଗଣନା

ଭୁବନେଶ୍ଵର: ଗତକାଲିଠାରୁ ଦେଶବ୍ୟାପୀ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। କାଲି ପ୍ରଥମ ଦିନରେ ଓଡିଶାରେ ପ୍ରାୟ ୧୭ ହଜାର ଲୋକଙ୍କ ଗଣନା ହୋଇଛି । ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ଏହି ସୂଚନା ଦେବା ସହ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ…

ପଶ୍ଚିମବଙ୍ଗ ପ୍ରଚାର ମୈଦାନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ରହିଛି। ଏଥିଲାଗି ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ବୋଧିତ କରି ବିଜେପି…

କଳାବଜାରୀଙ୍କ ଉପରେ ସର୍ଜିକାଲ ଷ୍ଟ୍ରାଇକ୍: ଗଞ୍ଜାମ ଓ ଅନୁଗୁଳରୁ ୮୯ ସିଲିଣ୍ଡର ଜବତ

ଭୁବନେଶ୍ବର: ରାଜ୍ୟରେ ଗ୍ୟାସ ସିଲିଣ୍ଡରର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଯୋଗାଣ ବିଭାଗ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ସାରା ରାଜ୍ୟରେ ଯୋଗାଣ…

ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ, ଘରୁ ବାହାରୁ ନାହାଁନ୍ତି ଗ୍ରାମବାସୀ

ଆନନ୍ଦପୁର: ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଭୟଭୀତ ଲୋକେ। ଆନନ୍ଦପୁର ବନ୍ଯପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ପୁରୁଣା ବାନ୍ଧଗୋଡ଼ା ଗାଁରେ ଦଳ ଦଳ ହୋଇ ବୁଲୁଛନ୍ତି ଭାଲୁ ପଲ । ସଞ୍ଜ ନଇଁଲେ ଗାଁ ଭିତରକୁ…

ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ…