ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା, ଅକ୍ଟୋବର ୩୧ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ବିଜ୍ଞପ୍ତି

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା ଆଗାମୀ ପୌର ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ NACରେ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣ ପ୍ରକ୍ରିୟା ପାଇଁ ସମୟ ସୀମାରେ…

ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଠକି ନେଇଥିଲେ ୨୫ ଲକ୍ଷ , ୩ ଭାଇ-ଭଉଣୀ ଗିରଫ

ସମ୍ବଲପୁର:ଏକ ଆନ୍ତଃ-ଜିଲ୍ଲା ସାଇବର ଓ ଆର୍ଥିକ ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ । ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ସମ୍ବଲପୁର ସାଇବର, କ୍ରାଇମ୍‌ ଏବଂ ଇକୋନୋମିକ୍‌ ଅଫେନ୍ସ (CC & EO) ଥାନା ପୋଲିସ। ଫେସବୁକରେ ଫେକ୍ ଆଇଡି ଖୋଲି ଉଚ୍ଚ ରିଟର୍ଣ୍ଣର…

ଉତ୍କଳ ବିଶ୍ୱବିଦ୍ୟାଳୟରେ +୩ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ବଡ଼ ଅଭିଯୋଗ ସାମ୍ନାକୁ ଆସିଛି । ସୋସିଆଲ ମିଡିଆ ଏବଂ ବିଭିନ୍ନ ମେସେଜିଂ ଆପ୍‌ରେ କମର୍ସ ବିଭାଗର ଏକ ପ୍ରଶ୍ନପତ୍ର ପରୀକ୍ଷା ଭାଇରାଲ ହେବାର…

ସିଷ୍ଟମ ଘନୀଭୂତ ହୋଇପାରେ, ବିଚଳିତ ନହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର ୧୮।୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରକୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଆସିବ । ଏହା ଶନିବାର ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଲଘୁଚାପ ରୂପ ନେବ । ତେବେ ଲଘୁଚାପଟି କେଉଁ ରୂପ ନେବ…

ନନ୍ଦୀଗ୍ରାମ କଂଗ୍ରେସ ପ୍ରାର୍ଥୀଙ୍କୁ ଗିରଫ କଲା ପୋଲିସ, ସମର୍ଥନ ଘୋଷଣା କରିଥିଲେ ମମତା

କୋଲକାତା: ବେଙ୍ଗଲ ନନ୍ଦୀଗ୍ରାମ ବିଧାନସଭା ଆସନରେ ଏବେ ରାଜନୀତି ଆରମ୍ଭ ହୋଇଯାଇଛି। ଏଠାରେ କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଏହି ଗିରଫ ଏକ ପୁରୁଣା ହତ୍ୟା ମାମଲାରେ ହୋଇଥିବା ଜଣାପଡିଛି। ଏହା ପୂର୍ବରୁ ମମତା ବାନାର୍ଜୀ…

ଓଡ଼ିଶାରେ ନିବେଶ କରିବ ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ୍‌

ଭୁବନେଶ୍ବର: ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ନୂଆଦିଲ୍ଲୀରେ ଆୟୋଜିତ ସେମିକନ୍‌ ଇଣ୍ଡିଆ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା ବେଳେ କମ୍ପାନି ଏହା ଜଣାଇଛି। କମ୍ପାନି ଓଡ଼ିଶାରେ ସିଲିକନ୍‌…

ସରକାରୀ ଆବାସିକ ବିଦ୍ୟାଳୟରେ ଜଣ୍ଡିସ୍‌ ଆତଙ୍କ; ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଆକ୍ରାନ୍ତ

ରାୟଗଡ଼ା: ହୋଷ୍ଟେଲରେ ପୁଣି ଜଣ୍ଡିସ୍‌ ଆତଙ୍କ। ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ରବାଡି ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଅଧୀନ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ ଦେଖାଦେଇଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ…

ମମତା ବାନାର୍ଜୀଙ୍କ ଦଳକୁ ମିଳିଲା ଫୁଟବଲ୍ ଚିହ୍ନ

ନୂଆଦିଲ୍ଲୀ: Mamata Banarjee ଦିଦିଙ୍କ ମୁହଁରେ ଥାଏ ଖେଲା ହବେ । ଏବେ ତାଙ୍କୁ ମିଳିଛି ଫୁଟବଲ ଖେଳାଳି ଚିହ୍ନ । ଦିଦିଙ୍କ ଟିଏମସି ଦୁଇ ଫାଳ ହେବା ପରେ ଦୁଇ ଗୋଷ୍ଠୀଙ୍କୁ ନୂଆ ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି…

ପାକିସ୍ତାନରେ ଲାଗିଲା ନୂଆ କଟକଣା, ରାତି ୯ଟାରେ ବନ୍ଦ ହେବ ଦୋକାନ ଓ ବଜାର

ପାକିସ୍ତାନ: Pakistan Smart Lockdown ପାକିସ୍ତାନ ପେଟ୍ରୋଲ ଓ ଡିଜେଲ ସଂରକ୍ଷଣ କରିବାକୁ ଅନେକ ନିଷ୍ପତ୍ତି ଲାଗୁ କରିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏବେ ସମସ୍ତ ଦୋକାନ, ବଜାର, କିରାଣା ଷ୍ଟୋର, ଗ୍ରୋସରୀ ଏବଂ ଜେନେରାଲ ଷ୍ଟୋର, ସପିଂ ମଲ୍…

ଓଆଇଆଇପିସିଆରଏ ସମୀକ୍ଷା: ଜଳାଶୟ ଉନ୍ନତି ସହ କୃଷି ଓ ମତ୍ସ୍ୟଚାଷକୁ ଗୁରୁତ୍ୱ

ଭୁବନେଶ୍ୱର: ଜଳସେଚନ ଭିତ୍ତିଭୂମିର ସୁଦୃଢ଼ୀକରଣ ସହ କୃଷି, ଉଦ୍ୟାନ କୃଷି ଓ ମତ୍ସ୍ୟଚାଷର ସମନ୍ୱିତ ବିକାଶ ନିମନ୍ତେ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ପାଇଁ ଜଳବାୟୁ ସହନଶୀଳ କୃଷି (ଓଆଇଆଇପିସିଆରଏ)ର ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ଆଜି (ଶୁକ୍ରବାର) ଅନୁଷ୍ଠିତ ହୋଇଯାଇଛି। ଜଳ…