ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ, ବିରୋଧୀ କରୁଛନ୍ତି ଅପପ୍ରଚାର

ଭୁବନେଶ୍ୱର : ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ । ବିରୋଧୀମାନେ ଅପପ୍ରଚାର କରୁଛନ୍ତି । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଲପିଜି ବୁକିଂରେ ସମୟ ଟିକେ ବଢ଼ିଛି । ଅନ୍ୟ ଦେଶ ତୁଳନାରେ ଆମେ…

ଗ୍ୟାସ୍‌ ଏଜେନ୍ସି ଆଗରେ ବିକ୍ଷୋଭ: ଡେଲିଭେରି ନ ହୋଇ ଆସୁଛି ଡେଲିଭେରି ମେସେଜ

ଭୁବନେଶ୍ୱର : ରାଜଧାନୀରେ ଗ୍ୟାସ ଉପଭୋକ୍ତାଙ୍କ ଅଭିଯୋଗ । ଗ୍ୟାସ ବୁକିଂ ହୋଇଛି ଓଟିପି ଆସିଛି । ହେଲେ ଗ୍ୟାସ ଡେଲିଭେରି ନ ହୋଇ ଡେଲିଭେରି ହେବାର ମେସେଜ ଆସୁଛି । ଏପରିକି ସବସିଡି ଟଙ୍କା ଆକାଉଣ୍ଟରେ ଆସି ଗଲାଣି ଅଥଚ…

ବିବାହ ପାଇଁ ପ୍ରେମିକା ମନା କରିବାରୁ ଜୀବନ ହାରିବାକୁ ଟାୱାର ଉପରେ ଚଢିଗଲେ ଯୁବକ

କାଲିମେଳା : ଲଭ୍ କେଲିଏ କୁଛି ଭି କରେଗା । ବିବାହ ପାଇଁ ମନା କଲା ପ୍ରେମିକା । ମୋବାଇଲ ଟାୱାର ଉପରେ ଚଢିଗଲେ ଯୁବକ । ଟାୱାର ଉପରେ ଚଢ଼ି ଜୀବନ ଉଦ୍ୟମ କରିଥିଲେ ଆଡ଼ମା ମାଡ଼କାମୀ । ମାଲକାନଗିରି…

ନବବଧୂଙ୍କ ସନ୍ଦେଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗୀରି : ବିବାହକୁ ବର୍ଷେ ପୂରିନି, ଚାଲିଗଲା ନବ ବଧୂଙ୍କ ଜୀବନ| ସନ୍ଦେହ ଘେରରେ ନବବଧୂଙ୍କ ମୃତ୍ୟୁ । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ମହୀପୁରରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଅନୁପମା ମହାନନ୍ଦ । ତାଙ୍କୁ ହତ୍ୟା…

ଦଶପଲ୍ଲା ଟୁରିଷ୍ଟ ବସ୍ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୪ଲକ୍ଷ ଲେଖାଏଁ ସହାୟତା

ନୟାଗଡ଼: ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି…

ସ୍ବର୍ଗଦ୍ବାର ସମ୍ମୁଖରେ ଯୁବକଙ୍କୁ ନିର୍ମମ ହତ୍ୟା

ପୁରୀ: ପୁରୀରେ ଯୁବକଙ୍କୁ ନିର୍ମମ ହତ୍ୟା । ମାରଣାସ୍ତ୍ରରେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ପୁରୀ ଜିଲ୍ଲା ପେଣ୍ଠକଟା ଧୋବାଖାଲଠାରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବଡଶଙ୍ଖ ଅଞ୍ଚଳର ତପୁ ନାୟକ। ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା…

ବାରିପଦାରେ ତାଣ୍ଡବ ରଚିଲା କାଳବୈଶାଖୀ: ୨ ମୃତ, ୩ ଆହତ

ମୟୁରଭଞ୍ଜ: ବାରିପଦାରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ବର୍ଷା ଓ ପବନରେ ଦୁଇ ମୃତ ଓ ୩ ଆହତ । ଆହତଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି । ଗତକାଲି ରାତି ପ୍ରାୟ ୮ଟା…

ଶ୍ରୀଜିଉଙ୍କୁ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ

ପୁରୀ: ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ । ସପତ୍ନୀକ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ଉପେନ୍ଦ୍ର ଦ୍ବିବେଦୀ । ସକାଳ ୭ଟାରେ ସିଂହଦ୍ବାରରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା । ମହାପ୍ରଭୁଙ୍କ…

ଓଲଟିଲା ଟୁରିଷ୍ଟ ବସ୍: ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ

ଦଶପଲ୍ଲା: ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ…

ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ

ଆହ୍ଲାବାଦ: ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ । ଆହ୍ଲାବାଦ ହାଇକୋର୍ଟ ଏକ ବଡ଼ ଶୁଣାଣି କରି କହିଛନ୍ତି ଯେ, ଯଦି ଜଣେ ବିବାହିତ ପୁରୁଷ ଅନ୍ୟ ଜଣେ ଯୁବତୀଙ୍କ ସହ ସହମତିରେ ‘ଲିଭ୍-ଇନ୍’ ସମ୍ପର୍କରେ ରହୁଛନ୍ତି, ତେବେ କୌଣସି…