ନାବାଳିକା ବଳାତ୍କାରୀକୁ ମୃତ୍ୟୁ ଦଣ୍ଡାଦେଶ
ବ୍ରହ୍ମପୁର : ବ୍ରହ୍ମପୁରର ଆଡହକ୍ ଫାଷ୍ଟ ଟ୍ରାକ୍ ସ୍ପେଶାଲ୍ କୋର୍ଟ (ଏଫ୍ଟିଏସ୍ସି), ପୋକ୍ସୋ ଆଦାଲତ ଏକ ଗୁରୁତର ମାମଲାରେ ଅଭିଯୁକ୍ତ କେଶବ ନାହାକ (କେଶା ଓରଫ କେଶବ), ପିତା ପଣ୍ଡିତ ନାହାକ, ଗ୍ରାମ ମାନସିଲା, ଥାନା ପୋଲସରାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…
