ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ମହଙ୍ଗା ହେବାରେ ଲାଗିଛି ଅତ୍ୟାବଶ୍ୟକ ସାମଗ୍ରୀ : ପୁଣି ହେବ ଲକ୍ଡାଉନ୍ !
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ମୂଳକ ପରିସ୍ଥିତି ହର୍ମୁଜ୍ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି। ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପ୍ରତି $୧୧୨ ରେ ପହଞ୍ଚିଥିବାବେଳେ ଆମେରିକାରେ…
