କୋଇଲା ଖଣିରେ ବିସ୍ଫୋରଣ, ୩୨ ଶ୍ରମିକ ମୃତ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ପାକିସ୍ତାନର ଏକ କୋଇଲା ଖଣି ଭିତରେ ହୋଇଛି ଭୟଙ୍କର ବିସ୍ଫୋରଣ । ଏହି ଘଟଣାରେ ଅତି କମରେ ୩୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ଆହୁରି ୧୦ ଜଣ ଶ୍ରମିକ ଭୂମି ତଳେ ଫସି ରହିଥିବା…

BSF କ୍ୟାମ୍ପରେ ପଶିଲା ବନ୍ୟା ପାଣି, ଛାତ ଉପରେ ଆଶ୍ରୟ ନେଲେ ଯବାନ

ନୂଆଦିଲ୍ଲୀ: ଲଗାତାର ମୁଷଳଧାରାରେ ବର୍ଷା ଯୋଗୁଁ ନାରାୟଣପୁର ଜିଲ୍ଲାର ଆବୁଝମାଦ ଅଞ୍ଚଳରେ ସ୍ଥିତି ଆହୁରି ଖରାପ ହୋଇଛି। ନଦୀ ଜଳସ୍ତର ବୃଦ୍ଧି ଯୋଗୁଁ ଅନେକ ଗାଁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ସମୟରେ ନକ୍ସଲ ପ୍ରଭାବିତ ବାଲେବେଡା…

ଆଉ ୫ ବର୍ଷ ବଢିଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅବଧି

ନୂଆଦିଲ୍ଲୀ: କୃଷକମାନଙ୍କୁ ଖୁସି ଖବର ଦେଲେ କେନ୍ଦ୍ର ସରକାର।ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ ଯୋଜନା) ଯୋଜନାକୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଅର୍ଥାତ୍ 2030-31 ପର୍ଯ୍ୟନ୍ତ ବୃଦ୍ଧି କରି ସରକାର। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ…

ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍

ହୀରାକୁଦ : ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ । ପୂର୍ବରୁ ୧୪ଟି ଗେଟରେ ଜଳ ନିଷ୍କାସନ ହେଉଥିଲା । ହୀରାକୁଦର ଆଉ ୮ଟି ଗେଟ ଖୋଲିଲା । ବର୍ତ୍ତମାନ ୨୨ଟି ଗେଟ ଦେଇ…

ଛୁରୀ ଭୁଷି ଦଶମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା

ଜୟପୁର : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରା ମାଡ ଅଭିଯୋଗ । ଚିକିତ୍ସାଧିନ ଅବସ୍ଥାରେ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଜୟପୁର OHPC ଯୋଜନା ଉଚ୍ଚ ବିଦ୍ୟାଳୟରେ ହୋଇଛି ଛୁରାମାଡ଼ । ମଧ୍ୟାହ୍ନ ଭୋଜନ ଛୁଟି ବେଳେ ସ୍କୁଲ…

ଟ୍ରେନ ପାଇଲଟିଂରେ ଯିବେ ମହାମହିମ ଦ୍ରୌପଦୀ ମୁର୍ମୁ, ଏସକର୍ଟରେ ରହିବ ୩ ଟି ଟ୍ରେନ

ଭୁବନେଶ୍ଵର : ଟ୍ରେନ ପାଇଲଟିଂରେ ଯିବେ ରାଷ୍ଟ୍ରପତି । ଏସକର୍ଟରେ ରହିବ ତିନୋଟି ଟ୍ରେନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ଵରରୁ ବ୍ରହ୍ମପୁର ଟ୍ରେନରେ ଯିବେ। ଆସନ୍ତା ୩ରୁ ୫ତାରିଖ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପୋଲିସ ସେବା ଭବନରେ ପୋଲିସ…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନକ୍ସଲମୁକ୍ତ ଓଡ଼ିଶା, ଶିଳ୍ପାୟନ ଓ ବିକାଶ ଉପରେ ଆଲୋଚନା । ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବଟି ଆଦାୟକୁ ନେଇ ନିଶା ବେପାରୀକୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ । ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଜିତୁ କାଣ୍ଡି । ସେ ଜଣେ ଶ୍ରମିକ । ରକ୍ତାକ୍ତ ଅବସ୍ଥାରେ…

ବିପଦ ସଙ୍କେତ ଉପରେ ପ୍ରବାହିତ ସାଳନ୍ଦୀ, ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭଦ୍ରକ : ପାଣି କମିଛି, ହେଲେ ଦୁର୍ଦ୍ଦଶା ବଢିଛି । ବିପଦ ସଂକେତ ତଳେ ବୈତରଣୀର ବନ୍ୟା ଜଳ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାଳନ୍ଦୀ । ଜିଲ୍ଲାରେ ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ…

ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଜଟିଳ, ପାଣି ଘେରରେ ଶହ ଶହ ଗାଁ

ଭୁବନେଶ୍ବର: ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା…