୨୬ଟି ନୂତନ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୬ଟି ଅତ୍ୟାଧୁନିକ ‘108’ ଆମ୍ବୁଲାନ୍ସ...