ବମ୍ପା ଅନ୍ଧାରି ପୀଠ ନିକଟରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର
ହିନ୍ଦୋଳ: ପୁଣି ଦନ୍ତା ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବମ୍ପା ଅନ୍ଧାରି ପୀଠ ନିକଟରେ ଏକ ହାତୀର ମୃତ୍ୟୁ ହୋଇଛି । ହାତୀ ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି । ଶିକାରୀର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…
ହିନ୍ଦୋଳ: ପୁଣି ଦନ୍ତା ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବମ୍ପା ଅନ୍ଧାରି ପୀଠ ନିକଟରେ ଏକ ହାତୀର ମୃତ୍ୟୁ ହୋଇଛି । ହାତୀ ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି । ଶିକାରୀର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…
ପୁରୀ:ପୁଣି ବଦଳିଲା ନିଷ୍ପତ୍ତି । ପ୍ରଶାସନ ନିଷ୍ପତ୍ତି ନେଇଛି ରଥଯାତ୍ରାରେ ବଡ଼ଦାଣ୍ଡ ମାର୍କେଟ ଛକରୁ ଶରଧାବାଲି ଭିତରେ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟାଯିବ । ଆଗ୍ରହୀ ସଂସ୍ଥା ଓ ବ୍ୟକ୍ତିବିଶେଷ ପ୍ରାଶାସନଙ୍କ ଠାରୁ ଅନୁମତି ନେଇ ମାର୍କେଟ ଛକଠାରୁ ଗୁଣ୍ଡିଚା…
ନୂଆଦିଲ୍ଲୀ : ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମରେ ସିନେମା ଏବଂ OTT ପ୍ଲାଟଫର୍ମରୁ ପାଇରେଟେଡ୍ ବିଷୟବସ୍ତୁ ପ୍ରସାରଣକୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହି ମାମଲାରେ କେନ୍ଦ୍ର ସରକାର ଟେଲିଗ୍ରାମକୁ ଏକ ନୋଟିସ୍ ଜାରି କରିଛନ୍ତି ।…
ବଦ୍ରିନାଥ:ଅଯୋଧ୍ୟା ରାମ ମନ୍ଦିରରେ ଚାନ୍ଦା ଚୋରି ଅଭିଯୋଗକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ, ଏବେ ଶ୍ରୀ ବଦ୍ରିନାଥ-କେଦାରନାଥ ଧାମରୁ ମଧ୍ୟ ଦାନ ହେରଫେର ଅଭିଯୋଗ ସାମ୍ନାକୁ ଆସିଛି। ସୋଶାଲ ମିଡିଆରେ ଏହାକୁ ନେଇ ଲଗାତାର ଅଭିଯୋଗ ପ୍ରକାଶ ପାଇବା ପରେ ଶ୍ରୀ…
ଥାଣେ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଥାଣେ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଉପରେ ଲଗାତାର ଡାକ୍ତରଙ୍କ ଦଳ ନଜର ରଖିଛନ୍ତି । ସୂଚନାନୁଯାୟୀ, ଗତକାଲିଠାରୁ ହାଲକା…
ମୁମ୍ବଇ: ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲାରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍ରେ ଶୁକ୍ରବାର ବିଜେପିକୁ ସମାଲୋଚନା କରିଛନ୍ତି। ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ ବୋଲି…
ତେହରାନ: ଇରାନବାସୀ ଶୁକ୍ରବାର ସେମାନଙ୍କର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଅନ୍ତିମ ବିଦାୟ ଜଣାଇଛନ୍ତି। ଖାମେନେଇଙ୍କ କଫିନକୁ ଜାତୀୟ ପତାକାରେ ଘୋଡାଯାଇ ଗ୍ରାଣ୍ଡ ମୋସାଲାରେ ରଖାଯାଇଥିଲା। ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ, ସଂସଦ ବାଚସ୍ପତି ତଥା…
ନୂଆଦିଲ୍ଲୀ: ଭାରତ ସରକାର UAPA ଅଧୀନରେ ୨୩ ଜଣଙ୍କୁ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଆଜି (ଶନିବାର) ଏହି ସମ୍ପର୍କରେ ଏକ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି। ବିଜ୍ଞପ୍ତିରେ ଜୈଶ-ଏ-ମହମ୍ମଦ (JeM) ଏବଂ ଲସ୍କର-ଏ-ତୈବା (LeT) ସହିତ…
କୋଲକାତା: ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ପୁଣି ଝଟକା । ସମସ୍ତ ଦଳୀୟ ପଦବୀରୁ ଇସ୍ତଫା ଦେଲେ ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ ଟିଏମସିର ରାଜ୍ୟ ସଭାପତି ଭାବରେ ବିବେଚିତ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ । ସେ ମମତା ବାନାର୍ଜୀଙ୍କୁ ଏକ…
ବାରଣାସୀ: ଉତ୍ତରପ୍ରଦେଶର ବାରଣାସୀ ସ୍ଥିତ କାଶୀ ବିଶ୍ୱନାଥ ମନ୍ଦିରର ଗେଟ୍ ନମ୍ବର–୪ ନିକଟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। PAC (ପ୍ରୋଭିନ୍ସିଆଲ୍ ଆର୍ମ୍ଡ କନଷ୍ଟାବ୍ୟୁଲାରୀ)ର ଜଣେ ଯବାନଙ୍କ କାର୍ବାଇନରୁ ଭୁଲବଶତଃ ଗୁଳି ଫୁଟିଯିବାରୁ ଏକ ଫୁଲମାଳ ଦୋକାନରେ କାମ କରୁଥିବା…