ମେ’ ୧୮ ଓ ୨୫ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ‘ଜନ ଅଭିଯୋଗ ଶୁଣାଣି’

ଭୁବନେଶ୍ବର:ଆସନ୍ତା ମେ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର…

ସୁନା କିଣି ଦେଲେନି ଟଙ୍କା, ଶେଷରେ ସସପେଣ୍ଡ ହେଲେ SDPO

ଆସିକା: ସୁନା କିଣି ପଇସା ଦେଲେନି SDPO । ଆସିକା ପୋଲିସ ଅଧିକାରୀ ସନ୍ତୋଷ ଜେନା ନିଲମ୍ବିତ। ଖାକିରେ ଦାଗ, ସୁନା କିଣି ଟଙ୍କା ଦେଲେନି, ଶେଷରେ ସସପେଣ୍ଡ ହେଲେ SDPO! । ଜଣେ ପୋଲିସ ଅଧିକାରୀଙ୍କ କାରନାମା ଏବେ ଚର୍ଚ୍ଚାର…

ଭଦ୍ରକରେ ପେଟ୍ରୋଲ ପମ୍ପରେ ଜିଲ୍ଲା ପ୍ରଶାସନର ଚଢ଼ାଉ

ଭଦ୍ରକ: ପେଟ୍ରୋଲ ପମ୍ପ୍‌ରେ ଘଣ୍ଟା ଘଣ୍ଟା ଧରି ଲାଇନ୍‌ରେ ଗ୍ରାହକ। ଗତ ରାତିଠାରୁ ରାଜ୍ୟର ସମସ୍ତ ଅଞ୍ଚଳରେ ଏପରି ସ୍ଥିତି ଦେଖିବାକୁ ମିଳିଛି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଅଭାବ ଉତ୍କଟ ରୂପ ନେଇଛି। ଲୋକମାନେ ନାହିଁ ନଥିବା ଅସୁବିଧା ଭୋଗିବା…

ଜମି ବିବାଦ: ହୋମିଓପାଥି ଡାକ୍ତରଙ୍କୁ ପିଟିପିଟି ମାରିଦେଲେ

କେନ୍ଦ୍ରାପଡ଼ା: କିଛି ଦିନ ତଳେ ବାଲିଅନ୍ତା ଘଟଣା ସାରା ରାଜ୍ୟକୁ ଦୋହଲାଇ ଦେଇଥିଲା। ନେତାଠୁ ଜନତା ସବୁ ମହଲରେ ହୁଲୁସ୍ତୁଲ ହୋଇଥିଲା। ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କୁ କିଛି ଲୋକେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି…

ରାଜ୍ୟ​‌ରେ ଚରମ ସୀମାରେ ପହଞ୍ଚିଛି ତେଲ ସଙ୍କଟ: ଟାଙ୍କିରେ ଲମ୍ବା ଲାଇନ

ଭୁବନେଶ୍ଵର : ରାଜ୍ୟ​‌ରେ ଏବେ ଇନ୍ଧନ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ପେଟ୍ରୋଲ ଓ ଡିଜେଲ ଅଭାବ ଯୋଗୁଁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ପେଟ୍ରୋଲପମ୍ପରେ ଲାଗିଛି ଲମ୍ବା ଧାଡି।ପେଟ୍ରୋଲପମ୍ପ ଗୁଡିକରେ ଏବେ କୁରୁକ୍ଷେତ୍ର ପାଲଟିଥିବା ବେଳେ ତେଲ ପାଇଁ…

ବାଣ କାରଖାନାରେ ବିସ୍ଫୋରଣ, ୧୫ ମୃତ

ମଧ୍ୟପ୍ରଦେଶ : ଦେଓ୍ବାସର ଏବି ରୋଡ ସ୍ଥିତ ଟୋଙ୍କକଲାରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ବିସ୍ଫୋରଣରେ ଆଖପାଖର ଘର ସବୁ ଦୋହଲିଯାଇଥିଲା । କାରଖାନାରେ କାମ…

ମୁମ୍ବାଇରେ ପୁଣି ବଢିଲା ସିଏନଜି ଦର, ଆଜିଠୁ ନୂଆ ଦାମ୍ ଲାଗୁ

ମୁମ୍ବାଇ : ପୁଣି ଗ୍ରାହକଙ୍କୁ ମହଙ୍ଗା ମାଡ଼ । ମୁମ୍ବାଇରେ ପୁଣିଥରେ ସିଏନଜି ଦାମ୍ ବଢିଛି । ମୁମ୍ବାଇ ମେଟ୍ରୋପଲିଟନ ରିଜନରେ ଆଜିଠାରୁ ନୂଆ ସିଏନଜି ଦାମ୍ ଲାଗୁ ହୋଇଛି । ଏବେ ସିଏନଜି କିଲୋ ଦାମ୍ ୮୪ ଟଙ୍କାରେ ମିଳିବ…

ପତ୍ନୀକୁ ମାରି ଖାଟୁ ଶ୍ୟାମ ମନ୍ଦିର ଗଲା ସ୍ବାମୀ, ଘରୁ ଦୁର୍ଗନ୍ଧ ଆସିବାରୁ ପୋଲିସକୁ ସୂଚନା ଦେଲେ ପଡୋଶୀ

ରାଜସ୍ଥାନ : ରାଜସ୍ଥାନ କୋଟପୁତଲୀ ବହରୋଡ ଜିଲ୍ଲାରେ ଚାଞ୍ଚଲ୍ୟକର ଘଟଣା । ସ୍ତ୍ରୀକୁ କୁରାଢୀରେ ହତ୍ୟା କରିବା ପରେ ମୃତଦେହ କୁ ଗରେ ବନ୍ଦ କରିଦେଇଥିଳେ । ଏହାପରେ ଖାଟୁ ଶ୍ୟାମ ମନ୍ଦିର ଦର୍ଶନ ପାଇଁ ଚାଲିଯାଇଥିଲେ । ୩ ଦିନ…

ହାଇକୋର୍ଟରେ ଆଇନଜୀବୀ ଅବତାରରେ ମମତା, ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ନିଜେ ପକ୍ଷ ରଖିଲେ

କୋଲକତା : କଳା ଗାଉନ୍ ରେ ‘ଦିଦି’ଙ୍କ ଏଣ୍ଟ୍ରି । କୋଲକାତା ହାଇକୋର୍ଟରେ ଆଇନଜୀବୀ ଅବତାରରେ ପହଞ୍ଚିଲେ ମମତା ବାନାର୍ଜୀ । ନିଜ ଦଳର କର୍ମୀଙ୍କ ଉପରେ ହେଉଥିବା କଥିତ ନିର୍ବାଚନ ପରବର୍ତ୍ତୀ ହିଂସା ବିରୋଧରେ ନିଜେ କୋର୍ଟରେ ପକ୍ଷ ରଖିଛନ୍ତି…

ସରକାରୀ କର୍ମଚାରୀଙ୍କ ପାଇଁ ୨ ଦିନ ୱାର୍କ ଫ୍ରମ ହୋମ୍ ନିର୍ଦ୍ଦେଶ ଦେଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ତୈଳ ସଂଙ୍କଟ ହେବାର ଲାଗିଛି। ଦେଶର ବିଭିନ୍ନ ସ୍ଥାନରେ ପେଟ୍ରୋଲ ପମ୍ପରେ ପେଟ୍ରୋଲ ନ ମିଳୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ସଂଙ୍କଟକୁ ନେଇ ଚିନ୍ତାରେ କେନ୍ଦ୍ର ସରକାର।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ ପରେ ଦିଲ୍ଲୀ ସରକାରଙ୍କ…