ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଗୋପାଳ ପାଣିଗ୍ରାହୀଙ୍କୁ ବିରୋଧ କରାଯାଇଥିଲା। ଏଥିଲାଗି ଯେଉଁ ହାଇ ଡ୍ରାମା ଦେଖିବାକୁ ମିଳିଲା,...