କାର ଉପରେ ମାଡ଼ିଗଲା ହାଇଓ୍ବା, ଚାଲିଗଲା ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ଜୀବନ
ଭୁବନେଶ୍ୱର : ରାତି ଅଧରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚନ୍ଦକା ଥାନା ଭୋଳା ଛକ ନିକଟରେ ହାଇଓ୍ବା ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଦାମୀ କାର ଉପରେ ମାଡ଼ିଗଲା ହାଇଓ୍ବା । ଦୁର୍ଘଟଣାରେ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ…