ରେଢାଖୋଲରେ ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଗୁଳିମାଡ଼ । ପୋଲିସ ଗୁଳିରେ ଟିମା ଝାଙ୍କର ଓରଫ ଧନେଶ୍ୱର ଝାଙ୍କର ଆହତ ହୋଇଛି । ଟିମାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ଆହତ ଟିମାକୁ ରେଢ଼ାଖୋଲ ଡାକ୍ତରଖାନାରେ…

ବିଜେବି କଲେଜ ଫେରୱେଲ୍ ପାର୍ଟିରେ ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା, ୨୫ ଛାତ୍ର ଆହତ

ଭୁବନେଶ୍ୱର : ଅଶାନ୍ତ ବିଜେବି କଲେଜ । ଫେରୱେଲ୍ ପାର୍ଟିରୁ ପିଟାପିଟି । କ୍ୟାମ୍ପସରେ ଚାଲିଲା ଇଟା ପଥର ମାଡ଼ । ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା । ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ । ପଥର ମାଡ…

ଦେଶୀ ମଦଭାଟି ବନ୍ଦ ଦାବିରେ ସାରା ରାତି ବର୍ଷାରେ ଧାରଣାରେ ବସିଲେ ଗ୍ରାମବାସୀ

ସୁନ୍ଦରଗଡ଼ : ଦେଶୀ ମଦଭାଟି ବନ୍ଦ ଦାବିରେ ଆନ୍ଦୋଳନ। ବର୍ଷାରେ ସାରା ରାତି ଧାରଣାରେ ବସିଲେ ଆନ୍ଦୋଳନକାରୀ। ଜିଲ୍ଲାପାଳ ଆସି କଥା ହେଲେ ବି ଜିଦରେ ଅଟଳ ଗ୍ରାମବାସୀ । ମଦଭାଟି ବନ୍ଦ ନେଇ ଲିଖିତ ପ୍ରତିଶ୍ରୁତି ନମିଳିବା ଯାଏ ଆନ୍ଦୋଳନ…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ୪ଘଣ୍ଟା ବନ୍ଦ ରହିବ ଦର୍ଶନ। ଦ୍ବିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ନୀତିକାନ୍ତି ହେବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ଦର୍ଶନ। ସର୍ବସାଧାରଣ ଦର୍ଶନ ବନ୍ଦ…

ରସିକିଆ ଥାନାବାବୁଙ୍କ ପ୍ରେମ ଲୀଳା : କଟକରୁ ଜୟପୁର ପର୍ଯ୍ୟନ୍ତ ଲମ୍ବିଛି ରୋମାନ୍ସର ସାମ୍ରାଜ୍ୟ !

କାଗଜପତ୍ରରେ ତିନି ଜଣ ଗର୍ଭବତୀ …………..ବିନା କାଗଜପତ୍ରରେ କେତେ ??????? କଟକ (ନିରଞ୍ଜନ ପଟ୍ଟନାୟକଙ୍କ ରିପୋର୍ଟ) : ସିଲଭର ସିଟି କଟକର ଚାଉଳିଆଗଞ୍ଜ ଥାନାର ‘ରସିକିଆ’ ଥାନାବାବୁଙ୍କ ପ୍ରେମ ଲୀଳା ଦିନକୁ ଦିନ ନୂଆ ନୂଆ ରଙ୍ଗ ଧରୁଛି। ଆଗରୁ ତାଙ୍କ…

ଆର୍ମେନିଆ, ଆଜରବୈଜାନ ଦେଇ ନିଜ ଦେଶକୁ ଫେରୁଛନ୍ତି ଇରାନରେ ଫସିଥବା ଭାରତୀୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଇରାନରେ ଅଟକିଥିବା ଭାରତୀୟମାନେ ବର୍ତ୍ତମାନ ଆର୍ମେନିଆ ଓ ଆଜରବୈଜାନ ସୀମା ଦେଇ ଇରାନ ଛାଡୁଥିବା ଜଣାପଡିଛି। ସୋମବାର ସୁଦ୍ଧା ୫୫୦ ଭାରତୀୟ ଇରାନ ସୀମା ଅତିକ୍ରମ କରି ଆର୍ମେନିଆରେ ପହଞ୍ଚିଥିବାବେଳେ ୯୦ ଭାରତୀୟ ଆଜରବୈଜାନରେ ପହଞ୍ଚିଥିବା…

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସୋସିଆଲ ମିଡିଆରେ ମିଥ୍ୟା ଫଟୋ ଓ ଭିଡିଓ ଅପ୍‌ଲୋଡ ଅଭିଯୋଗ: ୟୁଏଇରେ ୧୯ ଭାରତୀୟ ଗିରଫ

ଆବୁଧାବି: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଫଟୋ, ଭିଡିଓ ଅପ୍‌ଲୋଡ କରୁଥିବା ଅଭିଯୋଗରେ ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ) ସରକାର ମୋଟ ୩୫ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ୧୯ ଭାରତୀୟ ସାମିଲ ଅଛନ୍ତି।…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ:୨୯୧ ଆସନରେ ପ୍ରାର୍ଥୀ ଘୋଷଣା କଲା ଟିଏମସି

କୋଲକତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଏପ୍ରିଲ ୨୩ ଏବଂ ଏପ୍ରିଲ୍ ୨୯ରେ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି । ସୋମବାର ବିଜେପି ୧୪୪ ଆସନ ପାଇଁ…

LPG ପାଇଁ ନିଜେ ଘରେ ବସି କରିପାରିବେ e-KYC

ନୂଆଦିଲ୍ଲୀ : LPG ଗ୍ରାହକଙ୍କ ପାଇଁ e-KYC କୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ । କେବଳ ଅନଧିକୃତ LPG ବ୍ୟବହାରକାରୀଙ୍କ ପାଇଁ e-KYC ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ e-KYC କରିବା ଦରକାର ନାହିଁ…

ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ଶିଶୁର ବୟସ ଯାହା ହେଉ, ମା’ଙ୍କୁ ମିଳିବ…