ବାପାଙ୍କ ଶବଦାହ ସାରି ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ପୁଅ
ଢେଙ୍କାନାଳ: ବାପାଙ୍କ ଶବଦାହ ସାରି ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ପୁଅ । ଢେଙ୍କାନାଳ ଜିଲ୍ଲା କୋରିଆଁ ଗାଁରେ ଦୁଃଖଦ ଘଟଣା ଘଟିଛି । ମୃତକ ହେଲେ କୋରିଆ ଗାଁର ସୁଶାନ୍ତ ସାହୁ। ସୁଶାନ୍ତଙ୍କ ବାପା ବୁଲା ସାହୁଙ୍କର ବାର୍ଦ୍ଧକ୍ୟଜନିତ ମୃତ୍ୟୁ…
