ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲା କେନ୍ଦ୍ର ; ଅଭିଯୋଗ ଆଣିଥିଲେ ବିଜେପି ସାଂସଦ ଓ ନେତା

ଭୁବନେଶ୍ୱର: ଓଡ଼ିଶାର ନିର୍ଦ୍ଦିଷ୍ଟ ସଚିବ ସ୍ତରର ସରକାରୀ କର୍ମଚାରୀଙ୍କୁ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର ।...