୨୦୨୭ ଶିକ୍ଷାବର୍ଷ ପାଇଁ ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ତାରିଖ ଘୋଷଣା କଲା ସିବିଏସଇ
ନୂଆଦିଲ୍ଲୀ: ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ୨୦୨୭ ଶିକ୍ଷାବର୍ଷ ପାଇଁ ବୋର୍ଡ ପରୀକ୍ଷାର ତାରିଖ ଘୋଷଣା କରିଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)। ଘୋଷିତ ସୂଚୀ ଅନୁଯାୟୀ, ଆସନ୍ତା ବର୍ଷ ଫେବ୍ରୁଆରୀ…