କତାର LNG ଫ୍ୟାକ୍ଟ୍ରିବିସ୍ଫୋରଣରେ ୧୨ ଭାରତୀୟଙ୍କ ସମେତ ୧୩ ମୃତ
ନୂଆଦିଲ୍ଲୀ : କତାରରେ ଭୟାବହ ବିସ୍ଫୋରଣ । ୧୨ ଭାରତୀୟଙ୍କ ସମେତ ୧୩ ମୃତ୍ୟୁ ହୋଇଥିବା ବେଳେ ୬୬ ଆହତ ହୋଇଛନ୍ତି । ବୃହତ୍ତମ ଏଲଏନଜି ହବ୍ ‘ରସ ଲାଫାନ ଇଣ୍ଡଷ୍ଟ୍ରିଆଲ ସିଟି’ରେ ଥିବା ବାରଜାନ ସ୍ଥାନୀୟ ଗ୍ୟାସ ଯୋଗାଣ ପ୍ରତିଷ୍ଠାନରେ…
ନୂଆଦିଲ୍ଲୀ : କତାରରେ ଭୟାବହ ବିସ୍ଫୋରଣ । ୧୨ ଭାରତୀୟଙ୍କ ସମେତ ୧୩ ମୃତ୍ୟୁ ହୋଇଥିବା ବେଳେ ୬୬ ଆହତ ହୋଇଛନ୍ତି । ବୃହତ୍ତମ ଏଲଏନଜି ହବ୍ ‘ରସ ଲାଫାନ ଇଣ୍ଡଷ୍ଟ୍ରିଆଲ ସିଟି’ରେ ଥିବା ବାରଜାନ ସ୍ଥାନୀୟ ଗ୍ୟାସ ଯୋଗାଣ ପ୍ରତିଷ୍ଠାନରେ…
ନୂଆଦିଲ୍ଲୀ : ଭାରତର କୋଟି କୋଟି ଟେଲିଗ୍ରାମ୍ ୟୁଜର୍ସଙ୍କ ପାଇଁ ବଡ଼ ଆଶ୍ଵସ୍ତିକର ଖବର। ସାରା ଦେଶରେ ଟେଲିଗ୍ରାମ୍ ସେବା ପୁଣିଥରେ ସମ୍ପୂର୍ଣ୍ଣ ଭାବେ ସ୍ଵାଭାବିକ ହୋଇଛି। ଆଜି ଠାରୁ ବ୍ୟବହାରକାରୀମାନେ କୌଣସି VPN ବିନା ଆପ୍ କୁ ସହଜରେ ବ୍ୟବହାର…
ନୂଆଦିଲ୍ଲୀ: ମିଡିଲ୍ ଇଷ୍ଟରେ ଭାରତର ମହାଡିଲ୍! ମୁସିଲିମ୍ ଦେଶର ଢାଲ ସାଜିବ ବ୍ରହ୍ମୋସ୍ ଏବଂ ଆକାଶତୀର! ବଦଳିଯିବ ଖାଡ଼ି ଅଞ୍ଚଳର ସୁରକ୍ଷା ଚିତ୍ର! ମଧ୍ୟ ପୂର୍ବରେ ଇରାନ-ଇସ୍ରାଏଲ-ଆମେରିକା ସଂଘର୍ଷ ପରେ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଭାରତ ପାଇଁ ଆସିପାରେ…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ବିଜେପି ସରକାର ରାଜ୍ୟର ବେରୋଜଗାରଙ୍କୁ ସାହାଯ୍ୟ କରିବା ପାଇଁ ବଜେଟରେ “ଭରସା” ଯୋଜନା ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ସ୍ୱପନ ଦାସଗୁପ୍ତା କହିଛନ୍ତି ଯେ “ଭରସା” ଯୋଜନା ଅଧୀନରେ ୧୦୦,୦୦୦ରୁ କମ୍…
କଟକ: କଟକ ମହାନଗର ନିଗମ (ସିଏମସି)ର ୫୪ ନମ୍ବର ୱାର୍ଡ ଅନ୍ତର୍ଗତ ନୂଆବଜାର ଅଞ୍ଚଳରେ ନିର୍ମାଣ ହୋଇଥିବା ଏକ ‘ଫୁଡ୍ ମାର୍କେଟ୍’ ବା ‘ଫୁଡ୍ କୋର୍ଟ’କୁ ନେଇ ଏବେ ତୀବ୍ର ବିବାଦ ଓ ଅସନ୍ତୋଷ ପ୍ରକାଶ ପାଇଛି। ସରକାରୀ ଜମିରେ କୌଣସି…
ପୁରୀ : ବିଶ୍ୱ ପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାକୁ ଆଉ ଅଳ୍ପ ଦିନ ବାକି। ଏଥିପାଇଁ ରଥ ନିର୍ମାଣ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀବାସୀଙ୍କୁ ଶ୍ରମୀନ୍ଦିର ଭିତରକୁ ପ୍ରବେଶ ସୁଗମ ପାଇଁ…
ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବାରସୁଆଁ ବସ୍ ଷ୍ଟାଣ୍ଡ ନିକଟସ୍ଥ ଗାବ୍ରିୟାଲ ସାହିରେ ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୁଅର ଛୁରୀ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ଅଭିଯୁକ୍ତ ପୁଅ ଘଟଣା ପରେ ଫେରାର ହୋଇଯାଇଛି। ସୂଚନା ଅନୁସାରେ,…
ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୫ ଜଣ ଶ୍ରମିକଙ୍କ ମୃତଦେହ । ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ ଦେହ ଭୁବନେଶ୍ୱର କାର୍ଗୋ ବିମାନ ବନ୍ଦରରେ ପହଞ୍ଚିଲା । ସ୍ୱତନ୍ତ୍ର ବିମାନ ଯୋଗେ…
ଭଦ୍ରକ: ଲାଟିନ ଭିତରୁ ଉଦ୍ଧାର ହେଲା ମାଳ ମାଳ ନାଗ । ଗୋଟିଏ ବଡ଼ ନାଗ ସହିତ ୨୯ଟି ଛୋଟ ନାଗ ସାପ ଉଦ୍ଧାର । ଭଦ୍ରକ ବନ୍ତ ଥାନା ତରାଗ ନାୟକ ସାହିର ସୁରେନ୍ଦ୍ର ସାମଲଙ୍କ ଘରୁ ବାହାରିଛି ସାପ…
ଜଗତସିଂହପୁର: ସାଇବର ଠକଙ୍କ ଟାର୍ଗେଟରେ କଲେଜ ଛାତ୍ର ଛାତ୍ରୀ । ଆଡମିସନ, ରି- ଆଡମିସନ ପାଇଁ ଛାତ୍ରଛାତ୍ରୀଙ୍କୁ ଟଙ୍କା ମାଗୁଛନ୍ତି ସାଇବର ଠକ । ଜଗତସିଂହପୁର ଜିଲ୍ଲାର ବିଭିନ୍ନ କଲେଜରୁ ଏଭଳି ଅଭିଯୋଗ ଆସିବା ପରେ ବଡ଼ଧରଣର ସାଇବର ଠକେଇ ପଦାକୁ…