ରାଜ୍ୟର ୩ କୋର୍ଟକୁ ବୋମା ଧମକ

ଭୁବନେଶ୍ବର: ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲା କୋର୍ଟକୁ ବୋମା ଧମକ ମିଳିଛି। ଜିଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ପୁଲିସ୍‌ କୋର୍ଟରେ ପହଞ୍ଚି ତଦନ୍ତ ଆରମ୍ଭ…

ଦୁର୍ଘଟଣାରେ ଆୟୁର୍ବେଦ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ

ବଲାଙ୍ଗିର: ବଲାଙ୍ଗିର ଭାଗୀରଥୀ ଛକ-ସର୍କିଟ ହାଉସ ରାସ୍ତା ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ଗୁରୁତର ଆୟୁର୍ବେଦ ଡାକ୍ତରୀ ଛାତ୍ରୀଙ୍କର ଚିକିତ୍ସାଧିନ ଅବସ୍ଥାରେ ବରଗଡ଼ ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ରୀ…

ରାଜ୍ୟସଭା ନାମାଙ୍କନ ପ୍ରତ୍ୟାହାର ସମୟ ଶେଷ, ୫ ପ୍ରାର୍ଥୀତ୍ବ କାଏମ

ଭୁବନେଶ୍ୱର : ମିଶନ ରାଜ୍ୟସଭା । ମଇଦାନରେ ୫ ପ୍ରାର୍ଥୀ । ନାମାଙ୍କନ ପତ୍ର ପ୍ରତ୍ୟାହାର ସମୟ ଶେଷ । ଆଜି ଥିଲା ରାଜ୍ୟସଭା ପ୍ରାର୍ଥୀପତ୍ର ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । କୌଣସି ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିନାହାନ୍ତି ।…

ଆଜିଠୁ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର…

ଦିନ ଦିପହରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡା : ଦିନ ଦ୍ୱିପ୍ରହରରେ ଝାମ୍ପିନେଲେ ୨ଲକ୍ଷ ଟଙ୍କା । ବ୍ୟାଙ୍କକୁ ଡିପୋଜିଟ ପାଇଁ ଯିବା ବେଳେ ଝାମ୍ପିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ରାୟଗଡା ସହର କପିଳାସ ରୋଡ଼ରେ ଥିବା ପାତ୍ର ଇଲକ୍ଟ୍ରୋନିକ ସୋ ରୁମ୍ ର କୋଷାଧକ୍ଷ…

ଖୋଲିଲା ବେଲପଡ଼ା ସ୍କୁଲ, ଛାତ୍ର ମୃତ୍ୟୁକୁ ନେଇ ମାସେ ହେଲା ପଡ଼ିଥିଲା ତାଲା

ନୟାଗଡ଼: ମାସେ ପରେ ଖୋଲିଲା ସ୍କୁଲ। ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡ଼ାପାଟଣା ବିଦ୍ୟାଳୟରେ ଖୋଲିଲା ତାଲା । ଜିଲ୍ଲାପାଳ, ଏସପି ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ଉପସ୍ଥିତିରେ ତାଲା ଖୋଲାଯାଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ବ୍ୟାପକ ପୋଲିସ ମୁତୟନ…

ଆଇନଜୀବୀଙ୍କ ଘରକୁ ବୋମାମାଡ, ଖଣ୍ଡାରେ ଆକ୍ରମଣ ଉଦ୍ୟମ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଶାନ୍ତିମାର୍ଗରେ ଥିବା ଜଣେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ ହୋଇଛି । କିଛି ଯୁବକ ହାତରେ ଖଣ୍ଡା ଧରି ସେଠାରେ ଆତଙ୍କ ଖେଳାଇବା ସହ ବୋମାମାଡ କରି ଫେରାର ହୋଇଯାଇଛନ୍ତି ।…

ବାଇକ୍-ବୋଲେରୋ ଧକ୍କା, ୪ ମୃତ ୨ ଗୁରୁତର

ବରଗଡ଼: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ ୨ ଗୁରୁତର । ମେହେନା ଛକରେ ବାଇକ୍ ଓ ବୋଲେରୋ ଗାଡ଼ି ମଧ୍ୟ ଧକ୍କା । ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି ।…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ହତ୍ୟା

ଭଦ୍ରକ: କ୍ରିକେଟ ଖେଳାଳିଙ୍କୁ ନିର୍ମମ ହତ୍ୟା । ଭଦ୍ରକ ଚରମ୍ପା ବଜାରରେ ଯୁବକଙ୍କୁ ସଂଘବଦ୍ଧ ଛୁରାମାଡ଼ । ଗୁଣ୍ଠୁଣା ବଜାରରେ ମେଳଣ ଚାଲିଥିବାବେଳେ ନୃଶଂସ ହତ୍ୟା । ମୃତ ଯୁବକ ହେଲେ ଗୁଣ୍ଠୁଣା ବଜାର ଅଂଚଳ ର କୁମାର ସ୍ୱାମୀ ।…

ଭାରତ ପୁଣି ଥରେ ଜିତିଲା ଟି-ଟ୍ବେଣ୍ଟି ବିଶ୍ବକପ୍, ସମଗ୍ର ଦେଶରେ ଖୁସିର ଲହର

ଅହମଦାବାଦ: ଭାରତୀୟ ପୁରୁଷ କ୍ରିକେଟ୍‌ ଟିମ୍‌ ଅହମଦାବାଦରେ ଦେଶର କୋଟିକୋଟି ପ୍ରଶଂସକ, କ୍ରୀଡ଼ାପ୍ରେମୀ ଓ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଷ୍ଟାଡିୟମରେ ଉପସ୍ଥିତ ଲକ୍ଷାଧିକ ଦର୍ଶକ ଭାରତୀୟ ଯୁବ ଖେଳାଳିଙ୍କ ପ୍ରଦର୍ଶନ ଦେଖି ଯେତିକି ଉତ୍ସାହିତ ହୋଇଛନ୍ତି, ଜମ୍ମୁ କଶ୍ମୀରରୁ କନ୍ୟାକୁମାରୀ ଏବଂ…